Posted inଜାତୀୟ

ଭାଜପା ମନ୍ତ୍ରୀଙ୍କ ଜିଭ କାଟିବାକୁ ଧମକପୂର୍ଣ୍ଣ ଚିଠି…

ବେଙ୍ଗାଲୁରୁ, ୨୫।୮ : କର୍ନାଟକର ଭାଜପା ବିଧାୟକ ତଥା ରାଜ୍ୟ ସରକାରଙ୍କ ମନ୍ତ୍ରୀ କେ.ଏସ. ଇଶ୍ୱରପ୍ପା ଟିପୁ ସୁଲତାନଙ୍କୁ ମୁସଲମାନ ଗୁଣ୍ଡା ବୋଲି କହିଛନ୍ତି। ଏନେଇ ସେ ଧମକପୂର୍ଣ୍ଣ ଚିଠି ପାଇଛନ୍ତି। ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଚିଠିରେ ଲେଖାଯାଇଛି ଯେ ଯଦି ସେ ପୁଣି ଥରେ ଟିପୁ ସୁଲତାନଙ୍କୁ ମୁସଲମାନ ଗୁଣ୍ଡା ବୋଲି କୁହନ୍ତି, ତେବେ ତାଙ୍କର ଜିଭ କଟାଯିବ। କୁହାଯାଉଛି ଯେ ଏହି ଚିଠି ତାଙ୍କ ବାସଭବନ ଠିକଣାରେ ଆସିଛି।

ସ୍ବାଧୀନତା ଦିବସ ଅବସରରେ କର୍ନାଟକରେ ଟିପୁ ସୁଲତାନ ଏବଂ ସାବରକରଙ୍କ ଉପରେ ବ୍ୟାନର ଲଗାଯାଇ ଏକ ବିବାଦ ସୃଷ୍ଟି ହୋଇଛି। ଏଥିସହିତ ଭାଜପା ବିଧାୟକ ଇଶ୍ୱରପ୍ପା କହିଛନ୍ତି ଯେ ସେ ସମସ୍ତ ମୁସଲମାନଙ୍କୁ ଗୁଣ୍ଡା ବୋଲି କହି ନାହାଁନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ସେ ଏପରି ଧମକକୁ ଭୟ କରନ୍ତି ନାହିଁ।

ଇଶ୍ୱରପ୍ପାଙ୍କ ଏଭଳି ମନ୍ତବ୍ୟ ନେଇ ରାଜ୍ୟ ରାଜନୀତିରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri