କୋଟଗଡ଼ ଅଞ୍ଚଳର ଧମକପୂର୍ଣ୍ଣ ମାଓବାଦୀ ପୋଷ୍ଟର : ୭ ଜିଲାରେ ବନ୍ଦ ଡାକରା

କୋଟଗଡ଼,୧୪।୫(ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ସିପିଆଇ ମାଓବାଦୀ ବାଘୁନା ଡିଭିଜିନାଲ କମିଟି ପକ୍ଷରୁ ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଥାନା ଅଞ୍ଚଳର ବଣ୍ଡାପିପିଲି ସ୍କୁଲ ନିକଟ ଗଛରେ ବ୍ୟାନର ପୋଷ୍ଟର ଲାଗିଥିବା ରବିବାର ସକାଳୁ ଲୋକେ ଦେଖିବାକୁ ପାଇଛନ୍ତି । ୧୨ ଦଫା ଦାବି ନେଇ ମାଓବାଦୀଙ୍କ ପକ୍ଷରୁ ଆସନ୍ତା ୧୫ ତାରିଖ ସୋମବାର ୭ ଜିଲାକୁ ୨୪ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିବା ବ୍ୟାନର ଓ ପୋଷ୍ଟରେ ଉଲ୍ଲେଖ ରହିଛି । ଏହି ପୋଷ୍ଟରରେ ଆଦିବାସୀ ଦଳିତଙ୍କୁ ପକ୍କାଘର ଯୋଜନାରେ ଘର ଯୋଗାଇ ଦିଆଯିବା, ସବୁ ଗାଁକୁ ସବୁ ଦିନିଆ ପକ୍କା ରାସ୍ତା, ସ୍ବଚ୍ଛ ପିଇବା ପାଣି, ବିଦ୍ୟୁତ୍‌ ସଂଯୋଗ, ମାଗଣାରେ ଶହେ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣ, ପ୍ରତି ପଞ୍ଚାୟତରେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଆଦର୍ଶ ସ୍କୁଲ ଖୋଲିବା, ଆଦିବାସୀ ଦଳିତ ଛାତ୍ରୀଛାତ୍ରଙ୍କୁ ମାସିକ ୩ ହଜାର ଟଙ୍କା ସହ ବାର୍ଦ୍ଧକ୍ୟ , ଭିନ୍ନକ୍ଷମ, ବିଧବା ଆଦି ହିତାଧିକାରୀଙ୍କୁ ଭତ୍ତା ଯୋଗାଇ ଦେବା ଆଦି ଦାବି ହୋଇଛି। ମାଓବାଦୀଙ୍କ ଏହି ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର ଲାଗିବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri