ବାଉଁଶ ବାଡ଼ ପାଇଁ ସରପଞ୍ଚଙ୍କୁ ଧମକ

ହିଞ୍ଜିଳିକାଟୁ,୧୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଜିଳିକାଟୁ ବ୍ଲକ ବେଲଗାଁ ସରପଞ୍ଚ ତ୍ରିନାଥ ପାଣିଗ୍ରାହୀଙ୍କୁ ଗ୍ରାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାସ୍ତାରେ ବାଉଁଶ ବାଡ଼ କରିବା ନେଇ ୨ ଭାଇ ଗାଳି ଗୁଲଜ ସହ ଧମକ ଦେବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ବେଲଗାଁ ପଞ୍ଚାୟତରେ କିଛି କରୋନା ପଜିଟିଭ୍‌ ଚିହ୍ନଟ ପରେ ପଞ୍ଚାୟତକୁ ରେଡ୍‌ଜୋନ୍‌ ତାଲିକାଭୁକ୍ତ କରାଯାଇଛି। ଅନ୍ୟପକ୍ଷରେ କରୋନା ନିମନ୍ତେ ଗ୍ରାମର ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ବାଉଁଶ ବାଡ଼ ପକାଇ ଲୋକଙ୍କ ଚଳପ୍ରଚଳ ରୋକିବା ପାଇଁ ସରକାରୀ ନିର୍ଦ୍ଦେଶନାମା ରହିଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ଶନିବାର ବେଲଗାଁରେ ବାଉଁଶ ବାଡ଼ ଯୋଗେ ରାସ୍ତା ଅବରୋଧ ହେଉଥିବା ବେଳେ ଗ୍ରାମର ୨ ଭାଇ ଏହି ବାଉଁଶ ବାଡ଼ ଭାଙ୍ଗିବା ସହ ସରପଞ୍ଚଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଏନେଇ ସରପଞ୍ଚ ହିଞ୍ଜିଳି ଥାନାରେ ଅଭିଯୋଗ କରିବା ପରେ କେସ୍‌ ନଂ ୨୫୫/୨୦ରେ ଏକ ମାମଲା ରୁଜୁ ହୋଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri