ଧାର ଟଙ୍କା ଫେରାଇବାକୁ ମିଳୁଥିଲା ଧମକ: ଜୀବନ ହାରିଦେଲେ ଯୁବକ

ବ୍ରହ୍ମପୁର,୨୫ା୨(ସୁବାସ ଚନ୍ଦ୍ର ପାଢ଼ୀ): ଧାର ଟଙ୍କା ଫେରାଇବାକୁ ଧମକ ମିଳୁଥିବାରୁ ଜଣେ ଯୁବକ ଆତ୍ମହତ୍ୟା କରିଥିଲେ। ଏନେଇ ସଦର ଥାନାରେ ମୃତକଙ୍କ ଭାଇଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଆଙ୍କୁଶପୁର ବଡ଼ସାହିର ଜିତେନ୍ଦ୍ର କୁମାର ବିଷୋୟୀ ତାଙ୍କ ଗାଁର ଜଣଙ୍କଠାରୁ କିଛି ଟଙ୍କା ଧାର ଆଣି ଏକ ବ୍ୟବସାୟ କରୁଥିଲେ। ଟଙ୍କା ଶୁଝି ନ ପାରିବାରୁ ଜିତେନ୍ଦ୍ରଙ୍କ ସ୍କୁଟିକୁ ବ୍ୟକ୍ତି ଜଣଙ୍କ ଛଡ଼େଇ ରଖି ଧମକ ଦେଇଥିଲେ। ତେଣୁ ଜିତେନ୍ଦ୍ର ମା’ଙ୍କ ଠାରୁ ୧୫ହଜାର ଟଙ୍କା ନେଇ ସ୍କୁଟିକୁ ମୁକୁଳାଇ ଆଣିଥିଲେ। ପରେ ଅବଶିଷ୍ଟ ଟଙ୍କା ଦେଇଦେବେ ବୋଲି କହିଥିଲେ।

ଗତ ଡିସେମ୍ବର ୧ ତାରିଖରେ ଆଙ୍କୁଶପୁର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବ୍ୟକ୍ତି ଜଣଙ୍କ ଜିତେନ୍ଦ୍ରଙ୍କୁ ଅଟକାଇ ଧମକ ଦେଇ ଗାଡ଼ି ଡିକିରେ ଥିବା କାଗଜପତ୍ର ଓ ଘର ପଟ୍ଟା ଛଡ଼େଇ ନେଇଥିଲେ। ବାକି ଥିବା ଟଙ୍କା ପରିଶୋଧ କଲାପରେ ଯାଇ ତାହା ଫେରାଇବେ ବୋଲି କହିଥିଲେ। ଏଥିରେ ଜିତେନ୍ଦ୍ର ଚିନ୍ତାଗ୍ରସ୍ତ ହୋଇ ଘଟଣା ପରଦିନ ଆତ୍ମହତ୍ୟା କରିଥିବା ତାଙ୍କ ଭାଇ ଧର୍ମେନ୍ଦ୍ର ଏତଲାରେ ଦର୍ଶାଇଛନ୍ତି। ଏନେଇ ଥାନରେ ଏକ ମାମଲା(ନଂ.୧୦୬/୨୪)ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri