Posted inଜାତୀୟ

ଗୋଟିଏ ସମୟରେ ୩ଟି ବିମାନ ଦୁର୍ଘଟଣାଗ୍ରସ୍ତ, ଭରତପୁରରେ ଚାଟାର୍ଡ ପ୍ଲେନ, ମୋରେନାରେ ସୁଖୋଇ-ମିରାଜ ହରାଇଲା ନିୟନ୍ତ୍ରଣ

ଭୋପାଳ/ଜୟପୁର,୨୮ ।୧: ମଧ୍ୟପ୍ରଦେଶର ମୋରେନା ଜିଲାରେ ଶନିବାର ସକାଳେ ସୁଖୋଇ-୩୦ ଓ ମିରାଜ ୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ରହିଛି । ଅନ୍ୟପଟେ ରାଜସ୍ଥାନର ଭରତପୁର ସହରରେ ଏକ ଚାଟାର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବ ସୂଚନା ମିଳିଛି । ସୂଚନା ମିଳିବା ପରେ ପୋଲିସ ଓ ପ୍ରଶାସନର ଟିମ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଜିଲା କଲେକ୍ଟର ଆଲୋକ ରଞ୍ଜନ ନିଜେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣା ସମୟରେ ସୁଖୋଇ-୩୦ରେ ଦୁଇଜଣ ପାଇଲଟ ଥିଲେ ଓ ମିରାଜ ୨୦୦୦ରେ ଜଣେ ପାଇଲଟ ଥିଲେ । ଏହି ଦୁର୍ଘଟଣା ଦୁଇଟି ଯାକ ବିମାନ ମଧ୍ୟରେ ଆକାଶମାର୍ଗରେ ହୋଇଛି କି ନା ତାହା ଜଣାପଡିନାହିଁ । ଏ ସମ୍ପର୍କରେ ଜାଣିବା ପାଇଁ ଇଣ୍ଡିଆନ ଏୟାର ଫୋର୍ସ କୋର୍ଟ ଅଫ ଇନକ୍ୱାରୀ ଆରମ୍ଭ କରାଯାଇଛି । ମିଳିଥିବା ପ୍ରାଥମିକ ସୂଚନା ଅନୁଯାୟୀ, ପାଇଲଟ ୨ ଜଣ ସୁରକ୍ଷିତ ରହିଛନ୍ତି । ଆଉ ଏକ ଆଇଏଏଫ୍ ହେଲିକପ୍ଟର ତୃତୀୟ ପାଇଲଟଙ୍କ ପାଖରେ ପହଞ୍ଚିବାକୁ ଚେଷ୍ଟା କରୁଛି । ତେବେ ପାଇଲଟ କୌଶଳ କ୍ରମେ ଜଙ୍ଗଲରେ ବିମାନଙ୍କୁ କ୍ରାସ କରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?