ପୋଲିସକୁ ଧମକ ଦେଇ ବନ୍ଧା ହେଲେ ୩

ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ନିକଟରେ ପୋଲିସକୁ ଅସଦ ବ୍ୟବହାର ଦେଖାଇବା ଏବଂ ପୋଲିସକୁ ଆକ୍ରମଣ ଉଦ୍ୟମ କରିବା ଅଭିଯୋଗରେ ପୋଲିସ ବୁଧବାର ୩ ଜଣକୁ ଗିରଫ କରିଛି। ସେମାନେ ହେଲେ ବିଚିତ୍ର ସ୍ବାଇଁ ଓ ତାଙ୍କ ଦୁଇ ପୁଅ। ଗିରଫ ବାପ ପୁଅଙ୍କୁ ଆଜି ସନ୍ଧ୍ୟାରେ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ଗତ ୧ ତାରିଖ ସନ୍ଧ୍ୟାରେ ଆଇଆଇସି ଜୀବନାନନ୍ଦ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ସମୀର କୁମାର ସେଠୀ ଓ ଥାନା ଷ୍ଟାଫ୍‌ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ସେମାନେ ଖବର ପାଇଲେ ଯେ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ପାଖରେ ଥିବା ଏକ ଦୋକାନରେ କିଛି ଲୋକୋ ଠିଆ ହୋଇ ପାଟିତୁଣ୍ଡ କରୁଛନ୍ତି। ପୋଲିସ ଆସିବା ଦେଖି ସେମାନେ ଦୌଡିବା ଆରମ୍ଭ କଲେ। ଯେତେବେଳେ ପୋଲିସ ସନ୍ଦେହରେ ସେହି ଦୋକାନୀକୁ ପଚାରିଲେ କାହିଁକି ଏଠାରେ ଗହଳି ହୋଇଛି ବୋଲ ତା’ପରେ ଦୋକାନି ମାଲିକ ବିକ୍ରମ ସ୍ବାଇଁ ଓ ତାଙ୍କ ବାପା ବିଚିତ୍ର ସାଇଁ ପୋଲିସକୁ ଖରାପ ଭାଷାରେ ଗାଳଗୁଲଜ ଆରମ୍ଭ କଲେ। ଏଥିସହ ସେମାନେ ପୋଲିସକୁ ଆକ୍ରମଣ ଉଦ୍ୟମ କରିଥିଲେ। ତେଣୁ ପୋଲିସ ଏନେଇ ଏକ ମାମଲା ରୁଜୁ କରି ବାପା ଏବଂ ଦୁଇ ପୁଅଙ୍କୁ ଗିରଫ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri