ପୋଲିସକୁ ଧମକ ଦେଇ ବନ୍ଧା ହେଲେ ୩

ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ନିକଟରେ ପୋଲିସକୁ ଅସଦ ବ୍ୟବହାର ଦେଖାଇବା ଏବଂ ପୋଲିସକୁ ଆକ୍ରମଣ ଉଦ୍ୟମ କରିବା ଅଭିଯୋଗରେ ପୋଲିସ ବୁଧବାର ୩ ଜଣକୁ ଗିରଫ କରିଛି। ସେମାନେ ହେଲେ ବିଚିତ୍ର ସ୍ବାଇଁ ଓ ତାଙ୍କ ଦୁଇ ପୁଅ। ଗିରଫ ବାପ ପୁଅଙ୍କୁ ଆଜି ସନ୍ଧ୍ୟାରେ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ଗତ ୧ ତାରିଖ ସନ୍ଧ୍ୟାରେ ଆଇଆଇସି ଜୀବନାନନ୍ଦ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ସମୀର କୁମାର ସେଠୀ ଓ ଥାନା ଷ୍ଟାଫ୍‌ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ସେମାନେ ଖବର ପାଇଲେ ଯେ ଜାମପଲ୍ଲୀ ବିଦେଶୀ ମଦ ଦୋକାନ ପାଖରେ ଥିବା ଏକ ଦୋକାନରେ କିଛି ଲୋକୋ ଠିଆ ହୋଇ ପାଟିତୁଣ୍ଡ କରୁଛନ୍ତି। ପୋଲିସ ଆସିବା ଦେଖି ସେମାନେ ଦୌଡିବା ଆରମ୍ଭ କଲେ। ଯେତେବେଳେ ପୋଲିସ ସନ୍ଦେହରେ ସେହି ଦୋକାନୀକୁ ପଚାରିଲେ କାହିଁକି ଏଠାରେ ଗହଳି ହୋଇଛି ବୋଲ ତା’ପରେ ଦୋକାନି ମାଲିକ ବିକ୍ରମ ସ୍ବାଇଁ ଓ ତାଙ୍କ ବାପା ବିଚିତ୍ର ସାଇଁ ପୋଲିସକୁ ଖରାପ ଭାଷାରେ ଗାଳଗୁଲଜ ଆରମ୍ଭ କଲେ। ଏଥିସହ ସେମାନେ ପୋଲିସକୁ ଆକ୍ରମଣ ଉଦ୍ୟମ କରିଥିଲେ। ତେଣୁ ପୋଲିସ ଏନେଇ ଏକ ମାମଲା ରୁଜୁ କରି ବାପା ଏବଂ ଦୁଇ ପୁଅଙ୍କୁ ଗିରଫ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ମଙ୍ଗଳବାର ଅଞ୍ଚଳର ଶତାଧିକ ସଚେତନ ନାଗରିକ କମ୍ପାନୀ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri