ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍‌ ମାର୍ଚ୍ଚ-୨-ଏଫ୍‌ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା ଜିଓକ୍ୱାନ୍‌ ସାଟେଲାଇଟ୍‌ ଲଞ୍ଚ୍‌ ସେଣ୍ଟରରୁ ଉତ୍‌କ୍ଷେପଣ କରାଯାଇଛି। ଏହାର ସିଧା ପ୍ରସାରଣ ସିଜିଟିଏନ୍‌ ଟିଭି ଦ୍ୱାରା କରାଯାଇଛି। ତାଙ୍ଗ୍‌ ହୋଙ୍ଗ୍‌ବୋ, ନାଇ ହାଇଶେଙ୍ଗ୍‌ ଏବଂ ଲିଉ ବୋମିଙ୍ଗ୍‌ ଚାଇନାର ନୂଆ ସ୍ପେସ୍‌ ଷ୍ଟେଶନରେ ୩ ମାସ ରହି ଏହାର ନିର୍ମାଣ କରିବେ। ଏହା ସହିତ ବିଭିନ୍ନ ବୈଜ୍ଞାନିକ କାର୍ଯ୍ୟ କଳାପ ମଧ୍ୟ ସମ୍ପନ୍ନ କରାଯିବ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ପରେ ପୃଥିବୀକୁ ବାହୁଡ଼ି ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ଲାଗି ଚାଇନା ଦେଇଥିଲା ନିର୍ଦ୍ଦେଶ

ଓ୍ବାଶିଂଟନ, ୨୪ା୬: ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପଛର କାରଣ ଏବେ ଜଣାପଡ଼ିଛି। ଚାଇନା ସେନାର ନେତୃତ୍ୱ ନେଉଥିବା ଜଣେ ବରିଷ୍ଠ...

ଜୋର୍ଡାନ ଯୁବରାଜ ଗୃହବନ୍ଦୀ

ଅମନ, ୫।୪: ଜୋର୍ଡାନ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଷଡ଼ଯନ୍ତ୍ର ଚଳାଇଥିବା ଅଭିଯୋଗରେ ତାଙ୍କ ସାବତ ଭାଇ ଯୁବରାଜ ହାମ୍‌ଜା ବିନ୍‌ ହୁସେନଙ୍କୁ...

ଅଷ୍ଟ୍ରେଲିଆ ଗବେଷକଙ୍କ ମତ: ଦୁଇଟି ଔଷଧ କୋଭିଡ-୧୯କୁ ଆରୋଗ୍ୟ କରିପାରେ

ମେଲବୋର୍ନ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ସାମିଲ ହୋଇଛି। ଚାଇନାରୁ ଆରମ୍ଭ...

ଭାରତ ସହ ପୁଣି ଡାକସେବା ଆରମ୍ଭ କରିବ ପାକିସ୍ତାନ

ଇସ୍‌ଲାମାବାଦ,୧୯।୧୧: ଭାରତ ସହ ପାକିସ୍ତାନ ପୁଣି ଥରେ ଡାକସେବା ଆରମ୍ଭ କରିବାକୁ ଯାଉଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ଦୁଇ...

ଅଚାନକ ଆଫଗାନିସ୍ତାନରେ ପହଞ୍ଚିଲେ ଡୋନାଲ୍ଡ ଟ୍ରମ୍ପ

କାବୁଲ,୨୯।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଚାନକ ଆଫଗାନିସ୍ତାନରେ ପହଞ୍ଚିଛନ୍ତି। ଟ୍ରମ୍ପ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଫ୍ଲୋରିଡା ଯାଉଥିବାବେଳେ ହଠାତ୍‌ ନିଜ କାର୍ଯ୍ୟକ୍ରମ...

କୋଭିସିଲ୍ଡକୁ ମିିଳିଲା ମଞ୍ଜୁରୀ: ଏବେ ଭାରତୀୟ କରିପାରିବେ ୟୁରୋପ ଗସ୍ତ

ବେଲଜିୟମ,୧ ।୭: କରୋନା ମହାମାରୀ ସଙ୍କଟ ଟଳି ଯିବା ପରେ ବିଦେଶ ଯାତ୍ରା କରିବାକୁ ଥିବା ଭାରତୀୟମାନଙ୍କ ପାଇଁ ଆସିଛି ଖୁସି ଖବର । କିଛିଦିନ...

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ...

କରୋନା ମୁକାବିଲା ପାଇଁ ଡବ୍ଲୁଏଚ୍‌ଓକୁ ୨୦ ନିୟୁତ ଡଲାର ସହାୟତା ଦେବ ଚାଇନା

ଜେନେଭା,୮।୩: ପୃଥିବୀର ୯୪ଟି ଦେଶରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ମୁକାବିଲା ପାଇଁ ଚାଇନା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)କୁ ୨୦ ନିୟୁତ ଡଲାର...

Advertisement


Archives

Model This Week

Why Dharitri