ବିନା ସଂକ୍ରମଣରେ ଶିଶୁଙ୍କ ନିକଟରେ ଦେଖାଯାଉଛି ଆଣ୍ଟିବଡି, ଚିନ୍ତାରେ ବିଶେଷଜ୍ଞ

ମେଲବୋର୍ନ,୧୯ ।୧୧: ଅଷ୍ଟ୍ରେଲିଆରେ ଗୋଟିଏ ପରିବାରର ୩ ଶିଶୁ କରୋନାରେ ସଂକ୍ରମିତ ହୋଇ ନ ଥିଲେ ବି ଏମାନଙ୍କ ନିକଟରେ ଆଣ୍ଟିବଡି ଦେଖାଯାଇଛି । ଯାହାକୁ ଦେଖିବା ପରେ ବିଶେଷଜ୍ଞମାନେ ଚିନ୍ତାରେ ପଡି ଯାଇଛନ୍ତି । ଏହି ୩ ଶିଶୁଙ୍କ ମାତାପିତା କରୋନାରେ ପୀଡ଼ିତ ହୋଇଥିଲେ । ହେଲେ ଏମାନଙ୍କର ବାରମ୍ବାର ଟେଷ୍ଟ ପରେ ବି ରିପୋର୍ଟ ନେଗେଟିଭ ଆସିଥିଲା । କିନ୍ତୁ ଏବେ ଏମାନଙ୍କ ଶରୀରରେ ଦେଖାଯାଇଥିବା ଆଣ୍ଟିବଡି ବିଶେଷଜ୍ଞଙ୍କୁ ଅଡୁଆରେ ପକାଇଦେଇଛି । ସାଇନ୍ସ ଜର୍ନାଲ ନେଚର କୁମ୍ୟନିକେଶନରେ ଛପାଯାଇଥିବା ଏକ ଅଧ୍ୟୟନ ଅନୁଯାୟୀ କେବେବି କରୋନାରେ ପୀଡ଼ିତ ହୋଇ ନ ଥିବା ଏହି ପିଲାମାନଙ୍କ ନିକଟରେ ଆଣ୍ଟିବଡି ଦେଖାଯାଇଛି । ଏମାନଙ୍କ ବୟସ ୬, ୭ ଓ ୯ ବର୍ଷ । ଏମାନଙ୍କ ମାତାପିତା ଏକ ବିବାହ ଭୋଜିରେ ଯୋଗଦେବା ପରେ କରୋନାରେ ସଂକ୍ରମିତ ହୋଇଥିଲେ । ହେଲେ ପିଲାମାନଙ୍କ ରିପୋର୍ଟ ନେଗେଟିଭ ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶଗୁଡ଼ିକ କରିସାରିଛନ୍ତି କରୋନା ଟୀକା ବୁକିଂ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୮: କରୋନା ସଂକ୍ରମଣ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସ୍ଥଳେ ବହୁ ଦେଶରେ କରୋନା ପ୍ରତିଷେଧକ ଟୀକା ଟ୍ରାଏଲ୍‌ ଜାରି...

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ...

ମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷା

ଲକ୍ଷ୍ନୌ,୨୯।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ମୁମ୍ବାଇରୁ ୧୫୦୦ କିଲୋମିଟର...

ୟୁକ୍ରେନ୍‌ରେ ଫସିଥିବା ଭାରତୀୟ ନାଗରିକଙ୍କୁ ଆଡଭାଇଜରି ଜାରି

କ୍ୱିଭ୍‌,୨।୩: ୟୁକ୍ରେନ୍‌ରେ ଫସିଥିବା ଭାରତୀୟ ନାଗରିକଙ୍କୁ ପୋଲାଣ୍ଡରେ ଥିବା ଭାରତୀୟ ଦୂତାବାସ ବୁଧବାର ଏକ ଆଡଭାଇଜରି ଜାରି କରିଛନ୍ତି। ଆଡଭାଇଜରି ଅନୁଯାୟୀ,ପୋଲାଣ୍ଡରେ ଶୀଘ୍ର ପ୍ରବେଶ ପାଇଁ...

ରୁଷିଆ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହୃଦ୍‌ଘାତ

ମସ୍କୋ,୧୫।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫୧ ଦିନ ହେବ ଯୁଦ୍ଧ ଜାରି ରହିଛି। ସେପଟେ ରୁଷିଆ ପ୍ରତିରକ୍ଷା ମନ୍ତ୍ରୀ ସର୍ଗେ ଶୋଏଗୁ ହୃଦ୍‌ଘାତର ଶିକାର...

ଆଣବିକ ଶକ୍ତି ଦେଖାଇବ ରୁଷିଆ

ମସ୍କୋ/ଓ୍ବାଶିଂଟନ୍‌,୧୯ା୨: ୟୁକ୍ରେନ୍‌ ସହ ରୁଷିଆ ମୁହାଁମୁହିଁ ସ୍ଥିତିରେ ଥିବାବେଳେ ଶନିବାର ନ୍ୟୁକ୍ଲିୟର ଡ୍ରିଲ୍‌ କରିବାକୁ ଶୁକ୍ରବାର ଏହାର ସେନା ପକ୍ଷରୁ ଘୋଷଣା କରାଯାଇଛି। ଏହାକୁ ୟୁକ୍ରେନ୍‌...

ପାଙ୍ଗୋଙ୍ଗ ହ୍ରଦ ଉପରେ ପୋଲ ନିର୍ମାଣ କରୁଛି ଚାଇନା…

ବେଜିଂ, ୧୮।୫ : ଦୁଇ ବର୍ଷରୁ ଅଧିକ ସମୟ ଧରି ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ଜାରି ରହିଛି। ଏପରିସ୍ଥଳେ ଚାଇନା ପାଙ୍ଗୋଙ୍ଗ...

ରୁଷିଆ ସହ ବୁଝାମଣା ପାଇଁ ବାଇଡେନ୍‌ଙ୍କୁ ଡେମୋକ୍ରାଟ୍‌ଙ୍କ ଚିଠି

ଓ୍ବାଶିଂଟନ୍‌, ୨୬।୧୦: ୟୁକ୍ରେନ୍‌ ଯୁଦ୍ଧ ବନ୍ଦ କରିବା ପାଇଁ ମସ୍କୋ ସହ ଓ୍ବାଶିଂଟନ୍‌ ବୁଝାମଣା କରୁ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଡେମୋକ୍ରାଟିକ୍‌ ପାର୍ଟିର...

Advertisement
Archives

Model This Week