Advertisement
Posted inଜାତୀୟ

ସ୍କୁଲରୁ ମିଳିଲା ୩ ଅଫୁଟା ବୋମା: ପୋଲିସର ଯାଞ୍ଚ ଆରମ୍ଭ

କୋଲକାତା,୨୧।୧୧: ପଶ୍ଚିମବଙ୍ଗର ଏକ ସ୍କୁଲରେ ୩ଟି ଅଫୁଟା ବୋମା ଜବତ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ସୋମବାର ହୁଗଳି ଜିଲାର ଚିନସୁରାହ ସ୍ଥିତ ନାଲଡାଙ୍ଗା ନାରାୟଣପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ୩ଟି ଦେଶୀ ବୋମା ଥିବା ନେଇ ଜଣେ ବ୍ୟକ୍ତି ଦେଖିବାକୁ ପାଇଥିଲେ। ଏହାପରେ ସେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋମାକୁ ଜବତ କରିବା ସହ ଛାନ୍‌ଭିନ୍‌ ଆରମ୍ଭ କରିଛି। ବିଦ୍ୟାଳୟରେ ବୋମା କେଉଁଠୁ ଆସିଲା ସେନେଇ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହ ଖୋଳତାଡ଼ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ଭୁଲ୍‌ରୁ ଶିକ୍ଷା ନେଉ ଭାଜପା

ହାଇଦ୍ରାବାଦ,୪ା୭: ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ବଂଶବାଦ ରାଜନୀତିର ଅନ୍ତ ଘଟାଇବା ପାଇଁ ରବିବାର ଭାଜପା ସଂକଳ୍ପ ନେଇଛି। ଦକ୍ଷିଣ ଭାରତର କର୍ନାଟକ ଓ ପୁଡୁଚେରୀରେ ସୀମିତ...

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ...

ଏମ୍ସରେ ଭର୍ତ୍ତି ହେଲେ ରାମଦେବଙ୍କ ମୁଖ୍ୟ ସହଯୋଗୀ

ନୂଆଦିଲ୍ଲୀ,୨୩।୮: ଯୋଗଗୁରୁ ବାବା ରାମଦେବଙ୍କ ମୁଖ୍ୟ ସହଯୋଗୀ ବାଲକ୍ରିଷ୍ଣନ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହରିଦ୍ୱାରରେ ଥିବା ଅଲ୍‌ ଇଣ୍ଡିଆା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌...

ବିରୋଧୀ ଏକତା ଲକ୍ଷ୍ୟ

ପାଟନା,୧୧ା୮: ମହାମେଣ୍ଟ ସମର୍ଥନରେ ପୁନର୍ବାର କ୍ଷମତାସୀନ ହୋଇଥିବା ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ଅଷ୍ଟମ ଥର ବିହାର ମୁଖ୍ୟମନ୍ତ୍ରୀ ରୂପେ...

ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି କୁକୁର: ଭିଡ଼ିଓ ଭାଇରାଲ

ଚେନ୍ନାଇ,୧୯।୧୧: ପ୍ଲାଟଫର୍ମର ସୁରକ୍ଷା ଦାୟିତ୍ୱ ଆର୍‌ପିଏଫ୍‌ ଉପରେ ନ୍ୟସ୍ତ ରହିଥାଏ। ତେବେ ଚେନ୍ନାଇରେ ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି ଏକ...

ସିଦ୍ଧୁଙ୍କ ପରାଜୟ ପରେ ଟ୍ରେଣ୍ଡ ପାଲଟଛନ୍ତି ଅର୍ଚ୍ଚନା ପୂରନ

ନୂଆଦିଲ୍ଲୀ,୧୧।୩: ୫ ରାଜ୍ୟର ବିଧାନସଭା ଫଳାଫଳ ପ୍ରକାଶ ପାଇବା ପରେ ଟୁଇଟରରରେ ଟ୍ରେଣ୍ଡ ପାଲଟିଛନ୍ତି ବଲିଉଡ୍‌ ଆକ୍ଟର ଅର୍ଚ୍ଚନା ପୁରନ ସିଂ। ଏହାର କାରଣ ହେଉଛି କ୍ରିକେଟରୁ...

ଗୁରୁଗ୍ରାମ ସିଏନଜି ପମ୍ପରେ ୩ ଜଣଙ୍କୁ ହତ୍ୟା

ଗୁରୁଗ୍ରାମ,୨୮ ।୨: ରାଜଧାନୀ ଦିଲ୍ଲୀକୁ ଲାଗି ରହିଥିବା ଗୁରୁଗ୍ରାମର ଏକ ସିଏନଜି ପମ୍ପରେ ୩ ଜଣ ଯୁବକଙ୍କୁ ହତ୍ୟା କରାଯାଇଛି । ରବିବାର ରାତି ପ୍ରାୟ...

ଭିଡ଼ ହିଂସାରୁ ମନ୍ଦିରକୁ ସୁରକ୍ଷା ଦେଲେ ମୁସଲମାନ ଯୁବକ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ, ୧୨।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପୁଲକେଶୀ ନଗରରେ ମଙ୍ଗଳବାର ରାତିରେ ଭିଡ଼ ହିଂସା ଘଟିଛି। ଲୋକେ ମିଳିତ ଭାବେ ପୋଲିସ ଷ୍ଟେଶନ ଏବଂ ସ୍ଥାନୀୟ...

Advertisement
Archives

Model This Week