ରବିବାର ଦକ୍ଷିଣମୋଡ଼, ଯାଞ୍ଚ ହେଲା ତିନି ରଥ

ପୁରୀ ଅଫିସ, ୨୭।୬: ନବ ଦିନାତ୍ମକ ଯାତ୍ରାରେ ଆସି ଆଡପ ମଣ୍ଡପରେ ଅବସ୍ଥାନ କରିଛନ୍ତି ମହାପ୍ରଭୁ। ବାହୁଡ଼ା ଯାତ୍ରାରେ ପୁଣି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧାବିଗ୍ରହ। ସେଥିଲାଗି ରବିବାର ତିନି ରଥର ଦକ୍ଷିଣ ମୋଡ କରାଯିବ। ଏଥିପାଇଁ ଶନିବାର ତିନି ରଥର ଯାଞ୍ଚ ଶେଷ ହୋଇଛି। ରଥଯାତ୍ରାରେ ବଡ଼ଦାଣ୍ଡରେ ଗଡ଼ି ଗଡ଼ି ଆସିବା ବେଳେ ତିନି ରଥରେ କ’ଣ କ’ଣ ତ୍ରୁଟି ରହିଛି ତାହାକୁ ମହାରଣା ସେବକ, କମାର ସେବକ ଏବଂ ରଥ ନିର୍ମାଣ କମିଟିର ସଦସ୍ୟମାନେ ତନ୍ନ ତନ୍ନ କରି ଯାଞ୍ଚ କରିଛନ୍ତି। ଏ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ କହିଛନ୍ତି, କୌଣସି ରଥରେ ସେମିତି କିଛି ଗୁରୁତର ମରାମତିର ଆବଶ୍ୟକତା ନାହିଁ। ଛୋଟ ଧରଣର ମରାମତି ଦରକାର ଥିଲା। ତାହା ଶେଷ ହୋଇଛି। ତିନି ରଥ ଏବେ ଦକ୍ଷିଣ ମୋଡ ପାଇଁ ପ୍ରସ୍ତୁତ ରହିଛନ୍ତି ବୋଲି ମେକାପ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ...

ଏନ୍‌ଟିପିସି ମୁଖ୍ୟ ମହାପ୍ରବନ୍ଧକଙ୍କ ପଦୋନ୍ନତି

ତାଳଚେର, ୨୧ା୭(ନି.ପ୍ର.) – କଣିହାଁ ସ୍ଥିତ ଏନ୍‌ଟିପିସିର ମୁଖ୍ୟ ମହାପ୍ରବନ୍ଧକ ରମେଶବାବୁ ଭିଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ପଦୋନ୍ନତି ହୋଇଛି। ଗତ ୧୭ରେ ସେ...

ବଲାଙ୍ଗୀରରେ ଆରମ୍ଭ ହେଲା କୋଭିଡ ଟିକାକରଣ: ପ୍ରଥମ ଦିନ ନେବେ ୩୦୦ ଟିକା

ବଲାଙ୍ଗୀର ଅଫିସ,୧୬।୧: ବଲାଙ୍ଗୀର ଜିଲାରେ ଶନିବାରଠାରୁ କୋଭିଡ ଟିକାକରଣ ଆରମ୍ଭ ହୋଇଛି । ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଜିଲାପାଳ ଚଞ୍ଚଳ ରାଣା ଏହି...

ଭେଣ୍ଟିଲେଟର ପାଇଁ ୧ ଟଙ୍କା

ବରଗଡ଼ ଅଫିସ୍‌,୭।୫: ବରଗଡ଼ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଭେଣ୍ଟିଲେଟର ସମେତ ଆଇସିୟୁ ଶଯ୍ୟାର ଶୁଭାରମ୍ଭ କରିଛନ୍ତି ।...

କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ: ୪ ଗିରଫ

ପୋଲସରା,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅଭିଯୁକ୍ତ ଥିବା ଜଣେ...

ରାଜ୍ୟ ସରକାର ଦୁର୍ନୀତିର ବଟବୃକ୍ଷ : ଭାଜପା

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପରିବାରବାଦ, ତୁଷ୍ଟୀକରଣ ଓ ଭ୍ରଷ୍ଟାଚାର ବିରୋଧରେ କେନ୍ଦ୍ରରେ ମୋଦି ସରକାର ଗତ ୮ ବର୍ଷ ଭିତରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ସହିତ ଅନେକ...

ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି।...

ମଦବିକ୍ରିକୁ ବିରୋଧ: ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ୱାରସ୍ଥ

ମୁରିବାହାଲ, ୧୮।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ବଡସାଇମରା ଗ୍ରାମ ପଞ୍ଚାୟତ ଅଧୀନ ଧୁମାମାଲ ଗ୍ରାମରେ ବ୍ୟାପକ ମଦ କାରବାର ଚାଲିଛି। ସ୍ଥାନୀୟ ପୋଲିସ ଓ...

Advertisement
Archives

Model This Week