୧୮୩ ଦିନ ପରେ ପୃଥିବୀକୁ ଫେରିଲେ ୩ ଚାଇନା ମହାକାଶଚାରୀ…

ବେଜିଂ, ୧୬।୪ : ଚାଇନାର ୩ ଜଣ ମହାକାଶଚାରୀ ୧୮୩ ଦିନ ପରେ ପୃଥିବୀ ପୃଷ୍ଠକୁ ଫେରିଛନ୍ତିି। ମହାକାଶରେ ୬ ମାସ ବିତାଇବା ପରେ ମହାକାଶଚାରୀମାନେ ଶେନଝୁ-୧୩ କ୍ୟାପସୁଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। କ୍ୟାପସୁଲରେ ମହାକାଶଚାରୀ ଝାଇ ଝିଙ୍ଗାଙ୍ଗ୍‌, ଓ୍ବାଙ୍ଗ୍‌ ଓ୍ବାପିଙ୍ଗ୍‌ ଏବଂ ୟେ ଗୁଙ୍ଗ୍‌ଫୁ ମଙ୍ଗୋଲିଆ ଅଞ୍ଚଳରେ ଶନିବାର ସକାଳେ ପହଞ୍ଚିଛନ୍ତି। ପୃଥିବୀକୁ ଫେରିବା ପାଇଁ ସେମାନଙ୍କୁ ୯ ଘଣ୍ଟା ସମୟ ଲାଗିଥିଲା।

ସମସ୍ତ ମହାକାଶଚାରୀ ସୁସ୍ଥ ଥିବା ନ୍ୟୁଜ୍‌ ଏଜେନ୍ସି ଶିହୁଁଆ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଝାଇ ଏବଂ ଓ୍ବାଙ୍ଗ୍‌ ଚାଇନାର ପ୍ରଥମ ମହାକାଶଚାରୀ ଭାବେ ମହାକାଶରେ ୧୮୩ ଦିନ ବିତାଇଛନ୍ତି। ଏହି ମିଶନ ୨୦୨୧ ଅକ୍ଟୋବର ୧ରେ ଆରମ୍ଭ ହୋଇଥିଲା। ୨୦୨୧ ନଭେମ୍ବରରେ ଓ୍ବାଙ୍ଗ୍‌ ପ୍ରଥମ ଚାଇନା ମହାକାଶଚାରୀ ଭାବେ ସ୍ପେସ୍‌ ଓ୍ବାକ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ଦାଦାଗିରି, ତାଇଓ୍ବାନ ସୀମାରେ ଉଡ଼ାଇଲା ୩୮ ଯୁଦ୍ଧ ବିମାନ…

ବେଜିଂ,୨।୧୦: ବାୟୁସେନା ଦିବସ ପାଳନ ଅବସରରେ ଚାଇନା ତାଇଓ୍ବାନ ଉପରେ ଦାଦାଗିରି ଦେଖାଇଛି। ଚାଇନାର ୩୮ଟି ଯୁଦ୍ଧ ବିମାନ ତାଇଓ୍ବାନ ସୀମାରେ ଉଡ଼ାଣ କରିଛି। ତାଇଓ୍ବାନର...

କାମ୍ପାଲା ସହରକୁ ଥରାଇଲା ସିରିଜ ବିସ୍ଫୋରଣ

କାମ୍ପାଲା,୧୬।୧୧: ଆଫ୍ରିକୀୟ ଦେଶ ଉଗାଣ୍ଡାର ରାଜଧାନୀ କାମ୍ପାଲା ସହରର ସଂସଦ ଭବନ ନିକଟରେ ସୋମବାର ସିରିଏଲ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ଘଟିଛି।...

କରୋନା ବିସ୍ଫୋରଣ ମଧ୍ୟରେ ବଦଳିଲେ ଚାଇନାର ବୈଦେଶିକ ମନ୍ତ୍ରୀ

ବେଜିଂ,୩୧ ।୧୨: ଚାଇନାକୁ ଫେରିଥିବା କରୋନା ସଂକ୍ରମଣକୁ ନେଇ ବିଶ୍ୱର ସମସ୍ତ ଦେଶ ଚିନ୍ତିତ ହୋଇ ପଡିଥିବା ବେଳେ ଚାଇନା ତା’ର ବୈଦେଶିକ ମନ୍ତ୍ରୀଙ୍କୁ ବଦଳାଇ...

ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଉପରେ ପ୍ରଦାନ କରାଯାଉଛି ସମ୍ମାନ ଜନକ ଛାତ୍ରବୃତ୍ତି; ଏହା ଅନେକଙ୍କୁ ଏବେ ବି ଅଜଣା

ଓ୍ବାଶିଂଟନ,୧୮।୯ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପୃଥିବୀର ଏକ ସମ୍ମାନ ଜନକ ତଥା ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ। ଏଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ନାମରେ ଛାତ୍ରବୃତ୍ତି...

ଜାପୋରିଝିଆରେ ରକେଟ୍‌ ମାଡ଼: ୧୭ ମୃତ

ଜାପୋରିଝିଆ, ୧୦ା୧୦: ରୁଷିଆକୁ କ୍ରିମିଆ ଉପଦ୍ୱୀପ ସହ ଯୋଡ଼ୁଥିବା ୟୁରୋପର ଦୀର୍ଘତମ କେରଚ୍‌ ବ୍ରିଜ୍‌ ଶନିବାର ବିସ୍ଫୋରଣରେ କ୍ଷତିଗ୍ରସ୍ତ ହେବା ପରେ ମସ୍କୋ ୟୁକ୍ରେନ୍‌ର ଜାପୋରିଝିଆ...

ଶ୍ରୀଲଙ୍କାରେ ଡିଜେଲ ଶେଷ

କଲମ୍ବୋ,୩୧।୩: ଆର୍ଥିକ ଏବଂ ମାନବୀୟ ସଙ୍କଟର ସମ୍ମୁଖୀନ ହେଉଥିବା ଶ୍ରୀଲଙ୍କା ପାଖରେ ଆଉ ଡିଜେଲ ନାହିଁ। ଡିଜେଲ ଅଭାବରୁ ଦେଶର ଟ୍ରାନ୍ସପୋର୍ଟ ବ୍ୟବସ୍ଥା ପୁରା ଠପ...

‘ଯୁଦ୍ଧରେ ମଲେଣି ୧୧ ହଜାର ରୁଷୀୟ ସୈନ୍ୟ; ୨୮୫ ଟ୍ୟାଙ୍କ୍‌, ୪୪ ବିମାନ ଧ୍ୱଂସ’

କ୍ୱିଭ୍‌,୬।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ହେଉଛି ୧୧ ତମ ଦିନ। ରୁଷିଆର ଭୟଙ୍କର ଆକ୍ରମଣରେ ୟୁକ୍ରେନର ଅନେକ ସହର ନଷ୍ଟ...

ରଶଦ୍‌ ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧୀନତା ରାଷ୍ଟ୍ରଦୂତ ମନୋନୀତ

ଓ୍ବାଶିଂଟନ୍‌, ୧ା୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତୀୟ ବଂଶୋଦ୍ଭବ ରଶଦ୍‌ ହୁସେନଙ୍କୁ ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧୀନତା ପାଇଁ ଆମ୍ବାସଡର-ଆଟ୍‌-ଲାର୍ଜ ମନୋନୀତ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ...

Advertisement
Archives

Model This Week