ପୂଜା ପୂର୍ବରୁ ମୋଟା ଅଙ୍କର ଟଙ୍କା ନେଇ ଘରକୁ ଫେରୁଥିଲେ ୩ ସରକାରୀ ଅଧିକାରୀ, ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭିଜିଲାନ୍ସ ବିପୁଳ ଟଙ୍କା ଜବତ କରିବା ସହ ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କରିଛି। ପୂଜା ପୂର୍ବରୁ ଶନିବାର ଏହି ତିନି ଅଧିକାରୀ ମୋଟା ଅଙ୍କର ଟଙ୍କା ନେଇ ନିଜ ନିଜ ଘରକୁ ଫେରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସେମାନଙ୍କ ଠାରୁ ମୋଟ ୨୨ ଲକ୍ଷ ୬୧ ହଜାର ୪୩୦ ଟଙ୍କା ଜବତ କରାଯାଇଛି। ଗିରଫ ହୋଇଥିବା ଏହି ୩ ପ୍ରଥମ ଶ୍ରେଣୀ କର୍ମଚାରୀ ହେଲେ- କେନ୍ଦୁଝର ଶାଳପଡ଼ା ବୈତରଣୀ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଧାନ ଚନ୍ଦ୍ର ସାହୁ, ରାଉରକେଲା ପାନପୋଷସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ପ୍ରକାଶ କୁମାର ମହାପାତ୍ର ଓ ବାଲେଶ୍ୱର ସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ନରୋତ୍ତମ ବେହେରା।
ଅଧୀକ୍ଷଣ ଯନ୍ତ୍ରୀ ବିଧାନ ଚନ୍ଦ୍ର ସାହୁଙ୍କ ଠାରୁ ୧୦ ଲକ୍ଷ ୭୧ ହଜାରରୁ ଅଧିକ ଟଙ୍କା ଜବତ କରାଯାଇଥିବା ବେଳେ ପ୍ରକାଶ ମହାପାତ୍ରଙ୍କଠାରୁ ୧.୭୫ ଲକ୍ଷ ଓ ନରୋତ୍ତମ ବେହେରାଙ୍କ ଠାରୁ ୧୦ ଲକ୍ଷ ୧୪ ହଜାରରୁ ଅଧିକ ଟଙ୍କା ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ିଲା ନରହନ୍ତା ଦନ୍ତା

ପରଜଙ୍ଗ, ୧୪।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣିଥରେ ନିଜର ଉପସ୍ଥିତି ଜାହିର କରିଛି ନରହନ୍ତା ଦନ୍ତା। ଦାନ୍ତ କଟାଯିବା...

ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ...

ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା...

ରେଳ ଆବର୍ଜନାରୁ ବାହାରିବ ଇନ୍ଧନ: ଭୁବନେଶ୍ୱରରେ ହେବ ପ୍ରଥମ ‘ସ୍କ୍ରାପ୍‌ ଟୁ ଏନର୍ଜି ପ୍ଲାଣ୍ଟ’

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ରେଳ ଆବର୍ଜନାରୁ ବାହାରିବ ଇନ୍ଧନ (ଲାଇଟ୍‌ ଡିଜେଲ ଅଏଲ୍‌)। ଭାରତୀୟ ରେଳପଥ ପକ୍ଷରୁ ଭୁବନେଶ୍ୱରରେ ସ୍ଥାପନ ହେବାକୁ ଯାଉଛି ପ୍ରଥମ ପ୍ଲାଣ୍ଟ୍‌। ସୋମବାର...

ଖାଉଥିବା ବେଳେ ହାଣିଦେଲେ ସାନ ଭାଇ

ବେଗୁନିଆପଡ଼ା,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜଗତି ସାହିରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନ ଭାଇର କାତି ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ ହୋଇଛି।...

ପୁଣି ଜଣେ ରସିକିଆ ଡାକ୍ତର ଗିରଫ, ମିଛ କହି କରିଛନ୍ତି ୪ ବିବାହ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଧରାପଡ଼ିଛନ୍ତି ଆଉ ଜଣେ ରସିକିଆ ଡାକ୍ତର। ଏକେ କିନ୍ତୁ ନକଲି  ନୁହେଁ, ଅସଲି ଡାକ୍ତର ଧରା ପଡ଼ିଛନ୍ତି। ଏହି ଡାକ୍ତର ଜଣକ ୪ ଜଣ...

ଆଜି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ: କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୯।୮(ବ୍ୟୁରୋ)-ରାଜ୍ୟରେ ରବିବାର ରେକର୍ଡ ସଂଖ୍ୟକ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୪୩ କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪୦୨ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ...

ସ୍ବର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ...

Advertisement
Archives

Model This Week