ଟ୍ରେନ୍‌ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା

କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ବାରମ୍ବାର ଦୁର୍ଘଟଣା ଘଟି ଗୃହପାଳିତ ପଶୁଙ୍କର ମୃତ୍ୟୁ ହେଉଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି। ଗତ ଦୁଇ ବର୍ଷ ଭିତରେ ବହୁ ସଂଖ୍ୟାରେ ଗୋ-ସମ୍ପଦ ରେଳରେ କଟି ମୃତ୍ୟୁବରଣ କରିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଗୃହପାଳିତ ପଶୁଙ୍କ ଟ୍ରେନ୍‌ ଲାଇନ ଉପରେ ଯାତାୟାତ ବନ୍ଦ କରିବା ପାଇଁ ସୁରକ୍ଷା ବାଡ଼ ଦେବା ପାଇଁ ଦାବି ହେଉଛି। ଗୃହପାଳିତ ପଶୁଙ୍କ ବାରମ୍ବାର ମୃତ୍ୟୁ ଯୋଗୁ ଗରିବ ଲୋକମାନେ ଆର୍ଥିକ କ୍ଷତି ସହୁଥିବା ବେଳେ, ଅନେକ ଋଣ ଗ୍ରସ୍ତ ହୋଇ ପଡ଼ୁଛନ୍ତି। ସେହିପରି ନିକଟରେ ଥିବା କପିଳେଶ୍ୱର ମନ୍ଦିରକୁ ପ୍ରତିଦିନ ଶହ ଶହ ଭକ୍ତଙ୍କ ଯାତାୟାତକୁ ଦୃଷ୍ଟିରେ ରଖି ଏହି ସ୍ଥାନରେ ଏକ ଫୁଟ୍‌ ଓଭର ବ୍ରିଜ କରିବା ପାଇଁ ମଧ୍ୟ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri