ଲାଗିପାରୁନି ବ୍ରେକ୍‌, ୩ ଦିନରେ ୩୫୨ ପିଲା ପଜିଟିଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ତେବେ ପିଲାଙ୍କ ସଂକ୍ରମଣରେ ବ୍ରେକ୍‌ ଲାଗିପାରୁ ନାହିଁ। ଗତ ୨୪ ଘଣ୍ଟାରେ ୬୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୮ ବର୍ଷରୁ କମ୍‌ ୧୧୬ଜଣ ସଂକ୍ରମିତ ରହିଛନ୍ତି। ସମ୍ଭାବ୍ୟ ତୃତୀୟ ଲହରରେ ପିଲାମାନଙ୍କଠାରେ ଦ୍ରୁତ ସଂକ୍ରମଣ ଦେଖିବାକୁ ମିଳୁଛି। ଗତ ୨ରୁ ୮ ତାରିଖ ମଧ୍ୟରେ ମାତ୍ର ୭ ଦିନରେ ୭୯୪ଜଣ ଶିଶୁ ଓ କିଶୋର କରୋନାରେ ସଂକ୍ରମିତ ହୋଇଥିବା ବେଳେ ୯ରୁ ୧୧ ତାରିଖ ମାତ୍ର ୩ ଦିନ ମଧ୍ୟରେ ୩୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୨୬୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପଛକୁ ରହିଛି କଟକ ଜିଲା। ଏଠାରୁ ୧୧୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri