ବିବାହର ୩ଦିନ ପରେ କନ୍ୟା ସାଜିଲେ ଲୁଟେରା

ଲକ୍ଷ୍ନୌ,୨୩।୭: ବିବାହ ପରେ ଘରକୁ ବଧୂ ଆସିଲେ ପରିବାରରେ ହସଖୁସିର ମାହୋଲ ଖେଳିଯାଏ। ବୋହୁଙ୍କୁ ଘରର ଲକ୍ଷ୍ମୀପ୍ରତିମା ଭାବି ପରିବାରର ମୁରବି ତାଙ୍କୁ ଘରର ସମସ୍ତ ଦାୟିତ୍ୱ ଦେଇଥାନ୍ତି। କିନ୍ତୁ ଯେବେ ଏହି ଲକ୍ଷ୍ମୀପ୍ରତିମା ସେମାନଙ୍କୁ ଧୋକା ଦେଇଥାଏ ସେତେବେଳେ ସେମାନଙ୍କୁ ଏକ ଶକ୍ତ ଝଟ୍‌କା ଲାଗିଥାଏ। ଆଉ ଘରେ ଖେଳିଯାଏ ଦୁଃଖର ଛାୟା। କିଛି ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶରେ। ଉତ୍ତରପ୍ରଦେଶ ହସନପୁରର କୋତଓ୍ବାଲି ଅଞ୍ଚଳ କରନପୁର ମାଫି ଗାଁରେ ରହୁଥିବା କୋପଲ ସିଂ ନାମକ ଜଣେ ଯୁବକ ଜାବଡ଼ା ଗାଁର ଯୁବତୀଙ୍କୁ ୭୦ହଜାର ଟଙ୍କାରେ ଜୁଲାଇ ୧୬ରେ ବିବାହ କରିଥିଲେ। ତେବେ ବିବାହର ୩ ଦିନ ପରେ ଉକ୍ତ ନବବଧୂ ଶ୍ୱଶୁର ଘରେ କଳାକନା ବୁଲାଇଦେଇଥିବା ଜଣାପଡ଼ିଛି। ତାଙ୍କ ଘରୁ ନଗଦ ୨ଲକ୍ଷ ଟଙ୍କା, ସୁନା ଗହଣା ଓ ଅନ୍ୟ କେତେକ ଜିନିଷ ନେଇ ଫେରାର ହୋଇଯାଇଛନ୍ତି। ଏନେଇ ଜଣାପଡ଼ିବା ପରେ ହସଖୁସିର ଘରେ ଏବେ ଶୋକର ଛାୟା ଖେଳିଯାଇଛି। ଏନେଇ ଯୁବକ ଜଣଙ୍କ ହସନପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଅଭିଯୁକ୍ତଙ୍କ ପତ୍ତା ଲଗାଇବା ପାଇଁ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?