ତିନିଦିନ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୩।୧: ତିନିଦିନ ବ୍ୟବଧାନ ପରେ ସୋମବାର ଶ୍ରୀମନ୍ଦିର ଖୋଲିଛି। ନବବର୍ଷ ଭିଡକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ତେବେ ଆଜି ଶ୍ରୀମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ଭିଡକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଭକ୍ତମାନଙ୍କୁ ବ୍ୟାରିକେଡରେ ଯାଇ କୋଭିଡ କଟକଣା ମାନି ଦର୍ଶନ କରିବାକୁ ଅପିଲ କରାଯାଇଛି। ଗର୍ଭବତୀ ମହିଳା, ଛୋଟପିଲା ଓ ବୟସ୍କ ବ୍ୟକ୍ତିମାନଙ୍କୁ ଶ୍ରୀମନ୍ଦିର ନ ଆସିବା ପାଇଁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ପୁରୀ ସହରବାସୀ ପୂର୍ବ ପରି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିପାରିବେ। ସେହିପରି ରାଜ୍ୟ ତଥା ରାଜ୍ୟ ବାହାରର ଭକ୍ତଙ୍କ ପାଇଁ ୯୬ ଘଣ୍ଟାର ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା ଡବଲ ଡୋଜ ଭ୍ୟାକ୍ସିନ୍‌ ସାର୍ଟିଫିକେଟ ବାଧ୍ୟତାମୂଳକ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri