ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଗୋଟିଏ ମାଈ ହାତୀ ସମେତ ୨ ଛୁଆ ହାତୀ ଗୁରୁତର ହୋଇ ପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ଗତ ରାତିରେ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ବେଳେ ଶୁକ୍ରବାର ସକାଳୁ ଆଉ ଏକ ଛୁଆ ହାତୀ ଓ  ମାଈ ହାତୀର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri