ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଗୋଟିଏ ମାଈ ହାତୀ ସମେତ ୨ ଛୁଆ ହାତୀ ଗୁରୁତର ହୋଇ ପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ଗତ ରାତିରେ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ବେଳେ ଶୁକ୍ରବାର ସକାଳୁ ଆଉ ଏକ ଛୁଆ ହାତୀ ଓ  ମାଈ ହାତୀର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେନ୍ତୁଳିଆ ଗ୍ରାମ ନିକଟ ଜଙ୍ଗଲରୁ ଛେଳି ଉଭାନ: ପୁଣି ବାଘ ଆତଙ୍କ, ଲାଗିବ ଟ୍ରାପ କ୍ୟାମେରା

ଭଞ୍ଜନଗର/ଜଗନ୍ନାଥପ୍ରାଦ,୪।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ତେନ୍ତୁଳିଆ ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍‌କୁ ବିଭିନ୍ନ ସମୟରେ ଚରିବାକୁ ଯାଉଥିବା...

ପ୍ରଶାସନ ନ ଶୁଣିବାରୁ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା ଅଫିସ, ୫।୧: ରାଜ୍ୟରେ ଦିନକୁ ଦିନ ଅନ୍‌ଲାଇନ ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଅନେକ ବ୍ୟକ୍ତି ଅନ୍‌ଲାଇନ ଠକେଇର ଶିକାର ହେଉଛନ୍ତି। ଖୋର୍ଦ୍ଧା...

୩୭ ଦିନ ପରେ ପୁରୀକୁ ଫେରିଲା କରୋନା

ପୁରୀ ଅଫିସ,୧୧।୫: ୩୭ ଦିନ ପରେ ପୁରୀ ଜିଲାକୁ ଫେରିଛି କରୋନା। ଜିଲାରୁ ରବିବାର ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟେ ପଶ୍ଚିମବଙ୍ଗ ଫେରନ୍ତା...

ନାହାସୋଲ ଜଙ୍ଗଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବାରିପଦା ଅଫିସ,୧୫।୬: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇଡିହି ପଞ୍ଚାୟତ ନାହାସୋଲ ଜଙ୍ଗଲରୁ ଶନିବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର...

ହାତୀ-ମଣିଷ ତିକ୍ତତା ରୋକିବା ପାଇଁ ନୂଆ ପ୍ରୟାସ

କେନ୍ଦଝର,୧୭ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଓ ମଣିଷ ମଧ୍ୟରେ ତିକ୍ତତା ରୋକିବା ପାଇଁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ...

ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ ଓଡ଼ିଆ ଇଞ୍ଜିନିୟର

ପାଟଣା,୧୭ା୬(ସ୍ବ.ପ୍ର.):ଛତିଶଗଡ଼ର ଜାହାଙ୍ଗିର ଚମ୍ପା ଜିଲା ପିହରିଡ଼ ଗ୍ରାମରେ ୮୦ ଫୁଟ ଗଭୀର ବୋରୱେଲରେ ଫସି ରହିଥିବା ଦିବ୍ୟାଙ୍ଗ ବାଳକ ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ...

ପୂଜାଛୁଟି ପରେ କଲେଜ ଖୋଲିିପାରେ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଦୁର୍ଗାପୁଜା ଛୁଟି ପରେ କଲେଜ ଖୋଲିପାରେ। ଏଥିପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାର ଅନୁଧ୍ୟାନ...

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ...

Advertisement
Archives

Model This Week