ଆନ୍ଦୋଳନକାରୀଙ୍କ ଉପରେ ମାଡ଼ିଗଲା ସେନା ଟ୍ରକ୍‌

ୟାଙ୍ଗୁନ୍‌,୫।୧: ମ୍ୟାନ୍‌ମାର ସରକାରଙ୍କ ବିରୋଧରେ ୟାଙ୍ଗୁନ୍‌ ସହରରେ ରବିବାର ଶାନ୍ତିପୂର୍ଣ୍ଣ ବିକ୍ଷୋଭ ଶୋଭାଯାତ୍ରା ଚାଲିଥିବା ବେଳେ ସୈନ୍ୟବାହିନୀର ଏକ ଟ୍ରକ୍‌ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଗତ ଫେବୃୟାରୀ ୧ରେ ମ୍ୟାନ୍‌ମାର ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ ପଦଚ୍ୟୁତ କରି ସୈନ୍ୟବାହିନୀ କ୍ଷମତା ଦଖଲ କରିଥିଲା। ସ୍ୟୁ ଚୀଙ୍କ ବିରୋଧରେ ଦାଏର ହୋଇଥିବା ଫୌଜଦାରୀ ମାମଲାର ରାୟ ଆସିବାକୁ ଥିବାବେଳେ ଏହା ପୂର୍ବରୁ ଦେଶର ବିଭିନ୍ନ ସହରରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ସୈନ୍ୟବାହିନୀର ଏକ ଟ୍ରକ୍‌ ପଛପଟୁ ଆସି ଶୋଭାଯାତ୍ରାକାରୀଙ୍କ ଉପରେ ମାଡ଼ିଯାଉଥିବା ଭିଡ଼ିଓ ସୋଶିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଖଣ୍ଡ ହୋଇଗଲା ଜାହାଜ

ଟୋକିଓ,୧୨ା୮: ପାନାମା ପଞ୍ଜୀକୃତ ଏକ ଜାହାଜ ଜାପାନର ଉତ୍ତର ଉପକୂଳରେ ଭାଙ୍ଗି ଦୁଇଖଣ୍ଡ ହୋଇଯାଇଛି। ସେଥିରୁ ତେଲ ଲିକ୍‌ ହେବାରୁ ସାମୁଦ୍ରିକ ଜୀବଙ୍କ ପ୍ରତି ବିପଦ...

କରୋନା ଟିକା ନେବାକୁ ଚାହୁଁନାହାନ୍ତି ଏହି ଦେଶର ଲୋକେ

ଓ୍ବାଶିଂଟନ,୨୫ା୧୨: ଆମେରିକାରେ କରୋନା ଟିକାକରଣ ଅଭିଯାନ ଦ୍ରୁତ ଗତିରେ ବଢ଼ିଚାଲିଛି। କୁହାଯାଉଛି, ଏ ପର୍ଯ୍ୟନ୍ତ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ କରୋନା ଟିକା ଦିଆଯାଇଛି। ଏଠାରେ...

ହମ୍ବନଟୋଟାରେ ଚାଇନା ଜାହାଜ

କଲମ୍ବୋ, ୧୭ା୮: ଭାରତ ପକ୍ଷରୁ ବାରମ୍ବାର ତାଗିଦ୍‌ ଏବଂ ବିରୋଧ ସତ୍ତ୍ୱେ ଶ୍ରୀଲଙ୍କାର ହମ୍ବନଟୋଟା ବନ୍ଦରରେ ଚାଇନା ମିଲିଟାରୀ ସର୍ଭେ ଜାହାଜ ୟୁଆନ୍‌ ଓ୍ବାଙ୍ଗ୍‌-୫ ମଙ୍ଗଳବାର...

ସୌଦି ଆରମକୋ ଅଏଲ ପ୍ଲାଣ୍ଟରେ ଡ୍ରୋନ୍‌ ଆକ୍ରମଣ: ଲାଗିଲା ନିଆଁ

ରିୟାଦ,୧୪।୯: ସୌଦି ଆରବରେ ଥିବା ବିଶ୍ୱର ସବୁଠାରୁ ବଡ ସୌଦି ଆରମକୋ ଅଏଲ ପ୍ଲାଣ୍ଟରେ ଶନିବାର ଡ୍ରୋନ୍‌ ଆକ୍ରମଣ ଫଳରେ ନିଆଁ ଲାଗି ଯାଇଛି। ସୌଦି...

ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଲା ଶ୍ରୀଲଙ୍କା ଆର୍ମି: ୧୫ ସନ୍ଦିଗ୍ଧଙ୍କ ଏନ୍‌କାଉଣ୍ଟର

କଲମ୍ବୋ,୨୭।୪: ଶ୍ରୀଲଙ୍କା ଆର୍ମି ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଇଛି। ଶ୍ରୀଲଙ୍କାର ପୂର୍ବପ୍ରାନ୍ତରେ ଥିବା ସମ୍ମନତୁରଇଠାରେ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା କେତେକ ସନ୍ଦିଗ୍ଧଙ୍କ ସହିତ...

ପାକିସ୍ତାନରେ ଲଗାଣ ବର୍ଷା ଯୋଗୁ ୩ ଶିଶୁଙ୍କ ସମେତ ୬ ମୃତ

ଇସଲାମାବାଦ,୬ ।୭: ଦକ୍ଷିଣ-ପଶ୍ଚିମ ପାକିସ୍ତାନ ସମେତ ଦେଶର ଅଧିକାଂଶ ଭାଗରେ ଲଗାଣ ବର୍ଷା ଫଳରେ ୩ ଶିଶୁଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି...

ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ’ ମୁକୁଟ

ମେଲବୋର୍ନ,୨୯।୬: ଭାରତୀୟ ବଂଶୋଦ୍ଭବ ୨୬ ବର୍ଷୀୟା ପ୍ରିୟା ସେରାଓ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ମେଲବୋର୍ନଠାରେ ଗୁରୁବାର ରାତିରେ ଆୟୋଜିତ ଉକ୍ତ...

‘ଆମେ ପ୍ରଧାନମନ୍ତ୍ରୀ ମୋଦିଙ୍କ କଥା ମାନିବୁ’

ଓ୍ବାଶିଂଟନ,୧୭ା୧୨: ସମସ୍ତ ପ୍ରକାର ହିଂସାକୁ ବନ୍ଦ କରିବା ଏବଂ କୂଟନୈତିକ ମାର୍ଗ ଅନୁସରଣ କରିବା ପାଇଁ ୟୁକ୍ରେନ ବିବାଦ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକୁ...

Advertisement
Archives

Model This Week