Posted inଜାତୀୟ

କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ

ଶ୍ରୀନଗର, ୨।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍‌ତିଙ୍କୁ ଗୃହବନ୍ଦୀ ରଖାଯାଇଛି। ସେମାନେ ରହୁଥିବା ଶ୍ରୀନଗରର ଗୁପ୍‌କାର ରୋଡ୍‌ ଅଞ୍ଚଳକୁ ହାଇ ସିକ୍ୟୁରିଟି ଜୋନ୍‌ ମଧ୍ୟରେ ରଖାଯାଇଛି। ପିପୁଲ୍ସ ଆଲିଆନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ପିଏଜିଡି)ର ଏହି ନେତାମାନଙ୍କ ଘର ଆଗରେ ସୁରକ୍ଷା ଟ୍ରକ୍‌ ରଖାଯାଇଛି ଓ କାହାରିକୁ ଭିତରକୁ ଛଡ଼ାଯାଉନାହିଁ।
ଜମ୍ମୁ ଅଞ୍ଚଳରେ ୬ ଏବଂ କଶ୍ମୀରରେ ଗୋଟିଏ ବିଧାନସଭା ଆସନ ବଢ଼ାଇବା ଲାଗି ସୀମା ପୁନଃ ନିର୍ଦ୍ଧାରଣ କମିଶନ ପ୍ରସ୍ତାବ ଦେଇଥିଲେ। ଫାରୁକ୍‌ ଅବଦୁଲ୍ଲାଙ୍କ ନେତୃତ୍ୱରେ ଗୁପ୍‌କାର ମେଣ୍ଟ ଉକ୍ତ ଚିଠା ପ୍ରସ୍ତାବ ବିରୋଧରେ ଆନ୍ଦୋଳନ ଘୋଷଣା କରିଥିଲା। ଶାନ୍ତିପୂର୍ଣ୍ଣ ଆନ୍ଦୋଳନକୁ ଚାପିଦେବା ଲାଗି ସରକାର ଯୋଜନା କରୁଥିବା ନ୍ୟାଶନାଲ କନ୍‌ଫରେନ୍ସର ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri