Posted inଜାତୀୟ

ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସାଇନ୍ସ ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ ପର୍‌ ଫାକଲ୍ଟି (ସିପିଏଫ୍‌) ମେଟ୍ରିକ୍‌ରେ ଏହା ୧୦୦ରୁ ୧୦୦ ନମ୍ବର ରଖିଛି। ଭାରତର ଟପ୍‌ ଶିକ୍ଷାନୁଷ୍ଠାନ ଆଇଆଇଟି ବମ୍ବେ ଉକ୍ତ ତାଲିକାରେ ୧୭୭ତମ ସ୍ଥାନରେ ରହିଛି। ଗତବର୍ଷ ଉକ୍ତ ଶିକ୍ଷାନୁଷ୍ଠାନ ୧୭୨ତମ ସ୍ଥାନରେ ରହିଥିଲା। ସେହିପରି ଆଇଆଇଟି, ଦିଲ୍ଲୀ ଏଥର ୧୯୩ ର଼୍ୟାଙ୍କରେ ରହିଛି, ଯାହା କି ଗତବର୍ଷ ୧୮୫ତମ ସ୍ଥାନରେ ରହିଥିଲା। ଆଇଆଇଟି, ମାଡ୍ରାସ ୨୦ ସ୍ଥାନ ଉପରକୁ ଉଠି ୨୫୫ରେ ରହିଥିବା ବେଳେ ଆଇଆଇଟି ଖଡ଼ଗପୁର ୨୮୦ ର଼୍ୟାଙ୍କରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?