ଅଜଣା ଗାଡି ଧକ୍କାରେ ତିନି ଗୁରୁତର

ଛତ୍ରପୁର,୧୦।୯(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅଧିନ ସାନରାମଚନ୍ଦ୍ରପୁର ଜାତୀୟ ରାଜପଥ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ବାପା, ଝିଅ ଓ ଜ୍ୱାଇଁ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଜ୍ୱାଇଁ ମନୋଜ ସାହୁ, ଝିଅ ପ୍ରିୟଙ୍କା ସାହୁ ଓ ବାପା ରଙ୍କ ସାହୁ।
ରମ୍ଭା ଅଗ୍ନିଶମ ବିଭାଗ ପହଞ୍ଚି ଗୁରୁତରମାନଙ୍କୁ ଛତ୍ରପୁର ମେଡିକାଲ ଭର୍ତ୍ତି କରିଥିଲେ, ସେଠାରେ ଛତ୍ରପୁର ଥାନା ଅଧିକାରୀ ନିରୋଦ କୁମାର ଦାଶ ଉପସ୍ଥିତ ରହି ଗୁରୁତର ଆହତ ମାନଙ୍କୁ କିପରି ଉପଯୁକ୍ତ ଚିକିତ୍ସା ମିଳିବ ସେଥିପାଇଁ ସହଯୋଗ କରିଥିଲେ। ପରେ ସେମାନଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ପୋଲିସ ସହାୟତାରେ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ମେଡିକାଲ ପଠାଯାଇଛି। ଗୁରୁତର ଆହାତମାନେ ଖଲ୍ଲିକୋଟ ଚିକିଲିରୁ ବାଇକ ଯୋଗେ ଆସୁଥିଲେ। ରମ୍ଭା ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଡବଲ୍‌ ବିଜୟ! EU ପରେ ଆମେରିକା ସହ…

ନୂଆଦିଲ୍ଲୀ,୨୯।୧: ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି ଏବଂ ଖୁବ ଶୀଘ୍ର ଏକ ଚୁକ୍ତି ହୋଇପାରେ। ଭାରତ-ୟୁରୋପୀୟ ସଂଘ (EU)…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri