ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ ଯବାନ ଶନିବାର ପ୍ରଥମଥର ପାଇଁ ଗାଁକୁ ଫେରିଛନ୍ତି। ଏହି ଅବସରରେ ୩ ଯବାନଙ୍କୁ ଗାଁରେ ଭବ୍ୟ ସ୍ବାଗତ କରାଯାଇଛି।

ନୂଆଗାଁ ପଞ୍ଚାୟତ ନରସିଂହପୁର ଗ୍ରାମର ଅନ୍ତର୍ଯ୍ୟାମୀ ହେମ୍ବ୍ରମ(୨୪) ଆସାମରେ ନିଯୁକ୍ତି ପାଇଥିବା ବେଳେ ବନାଯୋଡି ଗ୍ରାମର ହରିଶ୍ଚନ୍ଦ୍ର ବେହେରା(୨୨) ଦିଲ୍ଲୀରେ ନିୟୋଜିତ ଅଛନ୍ତି। ସେହିପରି ସିଲିସୁଆଁ ଗ୍ରାମର ନୀତେଶ କୁମାର ଖଟୁଆ(୨୩) କେରଳରେ ନିଯୁକ୍ତି ପାଇଛନ୍ତି।

ଶନିବାର ୩ ଯବାନ ଯୋଡ଼ା-ବଡବିଲ ଟ୍ରେନରେ ଆସି ଗୋହାଲଡିହି ଷ୍ଟେଶନରେ ପହଞ୍ଚି ଥିଲେ। ପରେ ସେମାନଙ୍କୁ ବନ୍ଧାପଣା କରି ନରସିଂହପୁର ଗାଁ ଛକକୁ ଅଣାଯାଇଥିଲା। ସେଠାରୁ ନାଚ, ଗୀତ ବାଜା, ବାଣ ଫୁଟାଇ ଘରକୁ ପାଛଟି ଆଣାଯାଇଥିଲା। ୩ ଯବାନ ଦେଶ ସେବାରେ ନିୟୋଜିତ ଥିବାରୁ ସାଙ୍ଗସାଥି, ବନ୍ଧୁ, ବାନ୍ଧବ ଗାଁ ଲୋକେ ଉତ୍ସାହିତ ହେବା ସହିତ ଗର୍ବିତ ଅନୁଭବ କରୁଛନ୍ତି। ଦେଶ ସେବା ପାଇଁ ଯାଇଥିବା ବେଳେ ଗାଁକୁ ଆସି ପ୍ରଥମ ଅନୁଭୂତି ସାଙ୍ଗ ସାଥି, ପରିବାର ଲୋକଙ୍କୁ ବାଣ୍ଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri