Posted inଜାତୀୟ

ତ୍ରିରଙ୍ଗା ଲଗାଇବା ସମୟରେ ଦୁର୍ଘଟଣା: ୩ ମୃତ

ଗ୍ୱାଲିୟର,୧୪ ।୮: ଆଉ କିଛି ଘଣ୍ଟା ପରେ ପାଳନ କରାଯିବ ଦେଶରେ ସ୍ୱାଧିନତା ଦିବସ । ସ୍ୱାଧିନତା ଦିବସ ପୂର୍ବରୁ ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏକ ଦୁଃଖଦ ଘଟଣା ଘଟିଛି । ସ୍ୱାଧିନତା ଦିବସର ପ୍ରସ୍ତୁତି ସମୟରେ ଗ୍ୱାଲିୟରର ମହାରାଜା ବାଡା ସ୍ଥିତ ନଗର ନିଗମ କାର୍ଯ୍ୟାଳୟରେ ତ୍ରିରଙ୍ଗା ବା ଜାତୀୟ ପତାକା ଲଗାଇବା ସମୟରେ ହାଇଡ୍ରୋଲିକ୍ ମେଶିନ ଭାଙ୍ଗି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି । ଏଥିରେ ଅନ୍ୟ ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ଲାଗି ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri