Posted inଜାତୀୟ

ଦିଲ୍ଲୀ ନଗର ନିଗମ ଓ୍ବାର୍ଡର ପରସିମନ ପାଇଁ ୩ ଜଣିଆ କମିଟି, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ପଦକ୍ଷେପ…

ନୂଆଦିଲ୍ଲୀ, ୯।୭ : ଦିଲ୍ଲୀର ନଗର ନିଗମ ୱାର୍ଡର ସୀମା ନିର୍ଦ୍ଧାରଣ ପାଇଁ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ତିନି ଜଣିଆ କମିଟି ଗଠନ କରିଛନ୍ତି। ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଏହି କମିଟିର ଅଧ୍ୟକ୍ଷ ରାଜ୍ୟ ନିର୍ବାଚନ କମିଶନର ବିଜୟ ଦେବ ହେବେ। ଅପରପକ୍ଷରେ ଗୃହ ଓ ନଗର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପଙ୍କଜ ସିଂ ଏବଂ ଦିଲ୍ଲୀର ମ୍ୟୁନିସିପାଲ କର୍ପୋରେଶନର ଅତିରିକ୍ତ କମିଶନର ରଣଧୀର ସହାୟଙ୍କୁ ସଦସ୍ୟ କରାଯାଇଛି।

ମେ ୨୨ରୁ ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନର ଏକୀକରଣ କାର୍ଯ୍ୟ ହୋଇସାରିଛି। ଇଣ୍ଟିଗ୍ରେଟେଡ ମ୍ୟୁନିସିପାଲିଟି କର୍ପୋରେଶନରେ, ବର୍ତ୍ତମାନ ୨୭୨ ବଦଳରେ କେବଳ ୨୫୦ଟି ସିଟ ରହିବ। ତେଣୁ ବର୍ତ୍ତମାନ ଏକ ନୂତନ ଢ଼ଙ୍ଗରେ ପରସିମନ ହେବ। ଏହା ପରେ ଲୋକଙ୍କଠାରୁ ଆପତ୍ତି ଗ୍ରହଣ କରାଯିବ। ତା’ପରେ ସିଟ ସ୍ଥିର ହେବ। ଏଥିସହିତ ସଂରକ୍ଷିତ ସିଟ ସମ୍ପର୍କରେ ସ୍ଥିତି ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?