ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୨୮।୬(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ଗଞ୍ଜାମ ଜିଲାର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ଗଞ୍ଜାମ ଜିଲାର ମୃତକ ହେଉଛନ୍ତି ୭୫ ବର୍ଷୀୟ ବୃଦ୍ଧ। ସେ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ। ସେହିଭଳି କଟକ(୬୫ ବର୍ଷୀୟ ବୃଦ୍ଧ) ଏବଂ ଭୁବନେଶ୍ୱର ମୃତକ(୭୩ ବର୍ଷୀୟ ବୃଦ୍ଧ) ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍‌ କିଡନୀ ରୋଗରେ ପୀଡ଼ିତ ଥିଲେ। କରୋନା ସଂକ୍ରମିତ ହେବା ପରେ ସେମାନଙ୍କର ଚିକିତ୍ସା କରାଯାଉଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri