ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ ପ୍ରାଣୀ ସମ୍ପଦ ଓ ଗୋଟିଏ କୃଷି କଲେଜ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷେ ସେ କହିଛନ୍ତି, ସୋନପୁରରେ ଖୋଲାଯିବ ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟ। ଚିପିଲିମାରେ ପ୍ରାଣୀ ସମ୍ପଦ ଓ ବଲାଙ୍ଗୀରରେ କୃଷି କଲେଜ ଖୋଲିବ।

ପୂର୍ବରୁ ଜ୍ୟରେ ଆଉ ୨୫ ନୂଆ ଅବକାରୀ ଥାନା ଖୋଲିବ ବୋଲି ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ହୋଇଥିଲା।ଗଞ୍ଜାମ, ବ୍ରହ୍ମପୁରରେ ୩ଟି ଲେଖାଏଁ ଅବକାରୀ ଥାନା ଖୋଲିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ମାସ ପୂର୍ବରୁ ହୋଇଥିଲା ୧୨ ବର୍ଷ ପୁଅର ମୃତ୍ୟୁ; ମାଟିତଳୁ ଶବ ବାହାରକଲା ପୋଲିସ, କାରଣ ଜାଣିଲେ..

ମୁମ୍ବାଇ,୩ା୬: ମହାରାଷ୍ଟ୍ରର ଜଳଗାଁର ଧାରାଙ୍ଗାଓଁ ତହସିଲ ଅନ୍ତର୍ଗତ ରେଲ୍ ଗ୍ରାମରେ କ୍ରିକେଟ୍ ଖେଳୁଥିବା ସମୟରେ ୧୨ ବର୍ଷୀୟ ଗଣେଶ ନାଭାଲ୍ ପାଟିଲଙ୍କ ମୃତ୍ୟୁ ହୋଇଥିଲା । ଏହି…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ଜାଣନ୍ତୁ କିଏ ସେହି ଋତବ୍ରତ ବାନାର୍ଜୀ, ଯିଏ ୫୮ ବିଧାୟକଙ୍କୁ ହାତ କରି ମମତାଙ୍କ ହାତରୁ ଛଡ଼ାଇ ନେଉଛନ୍ତି TMC?

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀଙ୍କୁ ସବୁଠାରୁ ବଡ଼ ଝଟକା ଲାଗିଛି। ତାଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଏବେ ଦୁଇ…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri