ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

କଟକ ଅଫିସ,୨୦।୧୦:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଯୋଗଦେଇ ନୂଆ ବିଚାରପତିମାନଙ୍କୁ ଶପଥପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ସମସ୍ତ ବିଚାରପତି, ପୂର୍ବତନ ବିଚାରପତି, ହାଇକୋର୍ଟ ବାର୍‌ ଆସୋସିଏଶନ ସଦସ୍ୟ ଓ ବରିଷ୍ଠ ଆଇନଜୀବୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପଞ୍ଜାବ, ହରିୟାଣା ହାଇକୋର୍ଟର ବିଚାରପତି ଯଶୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି କରାଯାଇଥିଲା। ଫଳରେ ସେମାନେ ଗତ ୮ ତାରିଖରେ ହାଇକୋର୍ଟର ନୂତନ କନ୍‌ଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିଥିଲେ। ଏବେ ଉପରୋକ୍ତ ୩ ନୂତନ ବିଚାରପତିଙ୍କ ଯୋଗଦାନପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୭ରେ ପହଂଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?