ସାଧାରଣ ନିର୍ବାଚନ ପୂର୍ବରୁ ୩ ନୂଆ ରାଜନୈତିକ ଦଳକୁ ମିଳିଲା ମାନ୍ୟତା, ମୋଟ ସଂଖ୍ୟା ୧୭୦ ପାର

ଇସଲାମାବାଦ,୧୨।୮: ଖୁବ ଶୀଘ୍ର ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ପାକିସ୍ତାନର ପ୍ରାୟ ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଦେଶର ନିର୍ବାଚନ ଆୟୋଗ ତିନୋଟି ନୂତନ ରାଜନୈତିକ ଦଳକୁ ସ୍ବୀକୃତି ପ୍ରଦାନ କରିଥିବା ଖବର ଆସିଛି। ପାକିସ୍ତାନୀ ଗଣମାଧ୍ୟମକୁ ଆଧାର କରି ଏହି ଖବର ଆସିଛି। ନିର୍ବାଚନ ଆୟୋଗର ମୁଖପାତ୍ର କହିଛନ୍ତି ଯେ ଏହି ତିନିଟି ନୂତନ ଦଳର ମାନ୍ୟତା ହିସାର ମୁସଲିମ ପାର୍ଟି, ଅପନି ପାର୍ଟି ପାକିସ୍ଥାନ ଏବଂ ହକ ଦୋ ତେହେରିକ ବାଲୁଚିସ୍ତାନର ନାମ ରହିଛି।

ପାକିସ୍ତାନର ନିର୍ବାଚନ ଆୟୋଗ କହିଛନ୍ତି ଯେ ବର୍ତ୍ତମାନ ଦେଶର ମୋଟ ରାଜନୈତିକ ଦଳର ସଂଖ୍ୟା ୧୭୧କୁ ବୃଦ୍ଧି ପାଇଛି। ୨୦୨୩ରେ ପାକିସ୍ତାନରେ ଜନସଂଖ୍ୟା ଗଣନା କରାଯାଇଛି, ଯାହା ପରେ ଏହି ପ୍ରକ୍ରିୟା ସମାପ୍ତ କରିବାକୁ ଦାବି ରହିଛି। ଏହାକୁ ନେଇ ଚର୍ଚ୍ଚା କରିବାକୁ ନିର୍ବାଚନ ଆୟୋଗର ଅଧିକାରୀ, ସଚିବ ସ୍ତରର ଅଧିକାରୀ ଏବଂ ଆଇନ ବିଶେଷଜ୍ଞଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଖୁବ ଶୀଘ୍ର ସ୍ଥିର ହେବ ଯେ ସେଠାରେ ଜନଗଣନା ହେବ କି ନାହିଁ। ପାକିସ୍ତାନ ରାଷ୍ଟ୍ରପତି ଆରିଫ ଅଲଭି ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ବିରୋଧୀ ଦଳର ନେତା ରାଜା ରିଆଜଙ୍କୁ ଖୁବ ଶୀଘ୍ର ଜଣେ କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ କହିଛନ୍ତି। ଉଭୟ ନେତା ଏହି ବିଷୟରେ ପୂର୍ବରୁ ସାକ୍ଷାତ କରିସାରିଛନ୍ତି ଏବଂ ଖୁବ ଶୀଘ୍ର ଆଉ ଏକ ରାଉଣ୍ଡ ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀଙ୍କ ନାମରେ ମୋହର ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri