Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୨୫।୮: ଜମ୍ମୁ-କଶ୍ମୀରର ବାରମୁଳା ଜିଲାର ଉରି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନୁପ୍ରବେଶ ଉଦ୍ୟମକୁ ରୋକିବାବେଳେ ସୁରକ୍ଷାବାହିନୀ ଦ୍ୱାରା ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଏକ ଟିମ୍‌ କମଲକୋଟରୁ ଭାରତୀୟ ଅଞ୍ଚଳରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ସୀମା ଆରପାରିକୁ ଅନୁପ୍ରବେଶକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହାପୂର୍ବରୁ ସୋମବାର ରାତିରେ ରାଜୋରୀସ୍ଥିତ ଲାଇନ ଅଫ କଣ୍ଟ୍ରୋଲ (ଏଲଓସି)ରେ ନୋଶେରା ସେକ୍ଟରରେ ଦୁଇଜଣ ଅନୁପ୍ରବେଶକାରୀ ସୁକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଥିଲେ।
ନିକଟ ଅତୀତରେ ପିର ପଞ୍ଜାଲ ପର୍ବତ ସୀମାକୁ ଲାଗିଥିବା ରାଜୋରୀ ଏବଂ ପୁଞ୍ଚ ଜିଲାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ଅନୁପ୍ରବେଶକୁ ରୋକିବା ପାଇଁ ନିରାପତ୍ତା ଗ୍ରୀଡକୁ ନିରନ୍ତର ସମୀକ୍ଷା କରି ବିସ୍ତୃତ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଫୋନ୍‌ ଟ୍ୟାପିଙ୍ଗ୍‌ ଅଭିଯୋଗ

କୋଲକାତା, ୩ା୧୧(ପି.ଟି.): କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଆକ୍ରମଣ କରିଛନ୍ତି। ସେ ଶନିବାର ଅଭିଯୋଗ କରି କହିଛନ୍ତି ଯେ,...

କୋଭିଡ୍‌ ବିରୋଧରେ ଲଢ଼େଇକୁ ଦୁର୍ବଳ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୧।୫ : ଦେଶରେ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢ଼େଇକୁ କଂଗ୍ରେସ ଦୁର୍ବଳ କରୁଛି। କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭାଜପା ମୁଖ୍ୟ ଜେ. ପି. ନଡ୍ଡା...

ଆରଜେଡି ଛାଡିଲେ ରଘୁବଂଶ ପ୍ରସାଦ

ପାଟନା,୧୦।୯-ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂ ଗୁରୁବାର ଦଳରୁ ଇସ୍ତଫା ଦେଇଛନ୍ତି। ଦଳ ସଭାପତି ଲାଲୁ ପ୍ରସାଦ ଯାଦବଙ୍କୁ ଏକ...

ସୁପ୍ରିମକୋର୍ଟ ଗଲେ ସିନ୍ଦେ ଗୋଷ୍ଠୀ

ମୁମ୍ବାଇ,୨୬।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଶିବସେନା ବିଦ୍ରୋହୀ ଏକନାଥ ସିନ୍ଦେ ଗୋଷ୍ଠୀ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ବିଦ୍ରୋହୀ ଶିବସେନା ବିଧାୟକଙ୍କ ବିରୋଧରେ ଉପବାଚସ୍ପତି ପଠାଇଥିବା ଅଯୋଗ୍ୟ...

ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ଜୁଲାଇ ୧୫ ଯାଏଁ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୬।୬: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ରେଲଓ୍ବେ ପରେ ଏବେ ଅନ୍ତର୍ଜାତୀୟ ଉଡାଣ ଉପରେ ରୋକୋ ଲଗାଯାଇଛି। ଅନ୍ତର୍ଜାତୀୟ ଉଡାଣ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ କେନ୍ଦ୍ର...

୨୪ ଘଣ୍ଟା ଷଡଯନ୍ତ୍ର କରୁଛି ଭାଜପା, ଏଏପିର କାହାକୁ ବି ଗିରଫ କରିପାରେ: କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୨୮।୯: ଗୁଜରାଟ ନିର୍ବାଚନରେ ପରାଜୟ ଭୟରେ ଏଏପିକୁ ଦମନ କରିବା ଲାଗି ଭାଜପା ଯଥାସମ୍ଭବ ଚେଷ୍ଟା କରୁଛି। ଏମିତିରେ ମିଥ୍ୟା ଅଭିଯୋଗରେ ଦଳର ଯେକୌଣସି କର୍ମୀଙ୍କୁ...

ପ୍ରତିରକ୍ଷା ରପ୍ତାନୀରେ ଭାରତର ରେକର୍ଡ, ଗୋଟିଏ ବର୍ଷରେ ୧୩ ହଜାର କୋଟି ଛୁଇଁଲା…

ନୂଆଦିଲ୍ଲୀ, ୯।୭ : ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଭାରତର ପ୍ରୟାସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶେଷ କରି ଘରୋଇ ଟେକ୍ନୋଲୋଜିର ବିକାଶ ଏବଂ ଏହାକୁ...

ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍‌ କାଟି ଖୁଆଇଲେ

ନାସିକ୍‌,୧୯।୧୧: ମହାରାଷ୍ଟ୍ର ନାସିକ୍‌ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍‌ ଅଞ୍ଚଳର...

Advertisement
Archives

Model This Week