Posted inଜାତୀୟ

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ଭାରତ-ପାକିସ୍ତାନ ଲାଇନ ଅଫ କଣ୍ଟ୍ରୋଲ ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସେନା ପଣ୍ଡ କରିଛି। ସେଠାରେ ଚାଲିଥିବା ଅପରେଶନରେ ତିନି ଜଣ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସମଗ୍ର ଡିଜିୱର ସେକ୍ଟରରେ ଏବେ ବି ଏକ ସର୍ଚ୍ଚ ଅପରେଶନ ଚାଲିଛି।
ଗୁରୁବାର ପୁଞ୍ଚ ସେକ୍ଟରରେ ସୁରକ୍ଷାକର୍ମୀ କିଛି ଲୋକଙ୍କ ସନ୍ଦେହଜନକ ଗତିବିଧି ଦେଖିଥିଲେ। ସେମାନେ ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ସେମାନଙ୍କୁ ଚେତାବନୀ ଦେଇ ଆତ୍ମସମର୍ପଣ କରିବାକୁ କହିଥିଲେ। କିନ୍ତୁ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଲେ। ପରେ ସୁରକ୍ଷାକର୍ମୀ ମଧ୍ୟ ଏହାର ଉଚିତ୍‌ ଜବାବ ଦେଇଥିଲେ। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ଙ୍‌ନିକଟରୁ ଦୁଇଟି ଏକେ-୪୭ ରାଇଫଲ, ଗୋଟିଏ ପିସ୍ତଲ ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏହି ଅଞ୍ଚଳରେ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri