Posted inଜାତୀୟ

ନଭି ମୁମ୍ବାଇ ପାୱାର ପ୍ଲାଣ୍ଟରେ ବ୍ଲାଷ୍ଟ , ଇଞ୍ଜିନିୟର ସମେତ ୩ ଆହତ

ମୁମ୍ବାଇ,୯ ।୧୦: ମହାରାଷ୍ଟ୍ରର ନଭି ମୁମ୍ବାଇର ଉରନରେ ସ୍ଥିତ ପାୱାର ପ୍ଲାଣ୍ଟରେ ରବିବାର ଅର୍ଥାତ୍ ୯ ଅକ୍ଟୋବରରେ ଏକ ବ୍ଲାଷ୍ଟ ହୋଇଛି । ଏଥିରେ ୩ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଜଣେ ଇଞ୍ଜିନୟର ଓ ଦୁଇ ଜଣ କର୍ମଚାରୀ ରହିଛନ୍ତି । ସମସ୍ତଙ୍କୁ ନଭି ମୁମ୍ବାଇର ଏରୋଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବ୍ଲାଷ୍ଟ ପରେ ବହୁ ପରିମାଣର ଗ୍ୟାସ ଲିକ୍ ହୋଇଛି । ଗ୍ୟାସକୁ କାବୁ କରିବାକୁ ଉଦମ ଜାରି ରହିଛି । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି । ଏହି ବିସ୍ଫୋରଣ ରବିବାର ଦ୍ୱିପ୍ରହରରେ ଗ୍ୟାସଥିବା ପାୱାର ପ୍ଲାଣ୍ଟ ଉରନ ଗ୍ୟାସ ଟର୍ବାଇନ ପାୱାର ଷ୍ଟେଶନ(ଜିଟିପିସ)ରେ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାଠାରୁ ବି ମାରାତ୍ମକ ଭାଇରସ ହେଉଛି ଭାଜପା: ନୁସରତ

କୋଲକାତା,୧୫ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେଠାରୁ କିନ୍ତୁ ପରସ୍ପର ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି । ଏହି ସମୟରେ ଶାସକ...

ମିଶନ ମୋଡ୍‌ରେ ପିଲାଙ୍କୁ ଟିକାକରଣ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧: ଡେଲ୍ଟା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାମାରୀ ସ୍ଥିତିର ସମୀକ୍ଷା...

ଅନୁପ୍ରବେଶ ରୋକିବ ଅପରେଶନ ସୁଦର୍ଶନ

ନୂଆଦିଲ୍ଲୀ, ୮ା୭(ପି.ଟି.): ପଞ୍ଜାବ ଓ ଜମ୍ମୁସ୍ଥିତ ପାକିସ୍ତାନ ସୀମାରେ ଅନୁପ୍ରବେଶ ନିରୋଧୀ ଗ୍ରୀଡ୍‌କୁ ଅଧିକ ମଜଭୁତ କରିବା ଲାଗି ବିଏସ୍‌ଏଫ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି।...

୧୧ ବଳାତ୍କାରୀଙ୍କୁ ଛାଡ଼ିଦେଲା ଗୁଜରାଟ

ଅହମଦାବାଦ/ନୂଆଦିଲ୍ଲୀ,୧୭ା୮: ଗୁଜରାଟ ଦଙ୍ଗା ବେଳେ ୫ ମାସର ଗର୍ଭବତୀ ଥିବା ବିଲ୍‌କିସ୍‌ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା କରି ଆଜୀବନ...

ସିବିଆଇର ହୋଇଛି ଭାଜପାକରଣ, ମାଲିକ ଯାହା ଚାହୁଁଛନ୍ତି ତାହା ହେଉଛି, ସିବଲଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ, ୨୦।୮ : ରାଜ୍ୟ ସଭା ଏମ୍‌ପି କପିଲ ସିବଲ ଶନିବାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ...

ଶିବସେନା ନାମ-ନିର୍ବାଚନ ଚିହ୍ନକୁ ଶିନ୍ଦେ ଦଳକୁ ଦେବା ନିଷ୍ପତ୍ତି ବିରୋଧରେ ଆବେଦନ, ମଙ୍ଗଳବାର ଉଲ୍ଲେଖ କରିବାକୁ କହିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୦।୨ : ଶିବସେନା ନାମ ଏବଂ ନିର୍ବାଚନ ଚିହ୍ନକୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳକୁ ଦେବା ନିଷ୍ପତ୍ତି ବିରୋଧରେ ଉଦ୍ଧବ ଠାକରେଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଏକ...

ୟୁପି ସରକାରଙ୍କୁ ହାଇକୋର୍ଟ ନୋଟିସ

ଲକ୍ଷ୍ନୌ,୩।୧୦: ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ଖଣ୍ଡପୀଠ ପକ୍ଷରୁ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ଘଟଣା ସମ୍ପର୍କରେ ରିପୋର୍ଟ...

ପୁଣି ପ୍ରବଳ ବର୍ଷା ସମ୍ଭାବନା: ୫୨ ବିମାନର ଉଡ଼ାଣ ବାତିଲ

ମୁମ୍ବାଇ,୨।୭: ଖରା ତାତି ପରେ ଏବେ ମାୟାନଗରୀ ମୁମ୍ବାଇ ପ୍ରବଳ ବର୍ଷା ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୫ ଦିନ ଧରି ଅବିଶ୍ରାନ୍ତ ବର୍ଷା ଯୋଗୁ...

Advertisement
Archives

Model This Week