ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଠେଲାପେଲାରେ ଚାଲିଗଲା ୩ ଜଣଙ୍କ ଜୀବନ, କ୍ଷୋଭ ପ୍ରକାଶ କରି ନବୀନ କହିଲେ ପ୍ରଶାସନର…

ପୁରୀ,୨୯ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି।

ଯାହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏଥିସହିତ ମୃତ ୩ ମୃତକଙ୍କ ପରିବାର ପ୍ରତି ‘ଏକ୍ସ’ରେ ଗଭୀର ସମବେଦନା ଜଣାଇଛନ୍ତି ନବୀନ। ସେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆହତଙ୍କର ଆରୋଗ୍ୟ କାମନା କରିଛନ୍ତି। ସେ କହିଛନ୍ତି, ଭିଡ଼କୁ ପରିଚାଳନା କରିବା ପାଇଁ କୌଣସି ସରକାରୀ ବ୍ୟବସ୍ଥା ନ ଥିଲା।

ନନ୍ଦିଘୋଷ ଟାଣିବାରେ ବିଳମ୍ବକୁ ମହାପ୍ରଭୁଙ୍କ ଇଚ୍ଛା କହିବା ଆଶ୍ଚର୍ଯ୍ୟଜନକ ବୋଲି କହିଥିବାବେଳେ ଏଥିପାଇଁ ପ୍ରଶାସନକୁ ସମ୍ପୂର୍ଣ୍ଣ ଦାୟୀ କରିଛନ୍ତି ନବୀନ। ଆଡ଼ପ ବିଜେ, ବାହୁଡା, ସୁନାବେଶ ପାଇଁ ସଂଶୋଧନମୂଳକ ପଦକ୍ଷେପ ନେବା ପାଇଁ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ନବୀନ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି ।…

ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ …

ମୋହନା,୨୫।୩( ମନ୍ମଥ ମିଶ୍ର ): ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ ମହିଳାଙ୍କୁ ସଚେତନ କରାଯାଇଛି। ଦିନକୁ ଦିନ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri