ଶିମିଳିପାଳ ଅଭୟାରଣ୍ୟରୁ ୩ ଶିକାରୀ ଗିରଫ

ବାରିପଦା ଅଫିସ,୨୦।୭: ଶିମିଳିପାଳ ଉତ୍ତର ବନଖଣ୍ଡ ଅଧୀନରେ ଥିବା ଗୁଡ଼ଗୁଡ଼ିଆ ରେଞ୍ଜର ଉତ୍ତରାସ ନିକଟରୁ ବନବିଭାଗ ଚଢ଼ାଉ କରି ୩ଜଣ ଶିକାରୀଙ୍କୁ ଗିରଫ କରିଛି। ଏହା ସହ ସେମାନଙ୍କଠାରୁ କୁଟୁରା ମାଂସ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି । ଗିରଫ ଶିକାରୀମାନେ ଉତ୍ତରାସ ଗାଁର ବାସିନ୍ଦା ହଇଥିବା ବେଳେ ସେଥି ମଧ୍ୟରୁ ଜଣେ ନିବାଚିତ ପ୍ରତିନିଧି ଅଛିନ୍ତି । ଉତ୍ତର ଶିମିଳିପାଳର ଏସିଏଫ ପ୍ରଦୀପ କୁମାର ଦେ ଏକ ସ୍ବତନ୍ତ୍ର ଟିମ ଗଠନ କରି ଶିକାରୀଙ୍କୁ ଧରିବାରେ ସଫଳ ହୋଇଛନ୍ତି ।
ସେହିପରି ଚହଲା ରେଞ୍ଜ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ କୋର ଏରିଆରୁ କାଠ କାଟୁ ଥିବା ସମୟରେ ୩ ଜଣ କାଠ ମାଫିଆଙ୍କୁ ଧରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଲ୍‌ ହେଲା ମଦ ଦୋକାନ

ବ୍ରଜରାଜନଗର,୨୮।୪: ପ୍ରଶାସନ ପକ୍ଷରୁ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତି, ବ୍ୟବସାୟ ପ୍ରତିଷ୍ଠାନ...

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ମିଳୁନି ପରିଚୟ, ହତ୍ୟା ସନ୍ଦେହ

ହାଟଡ଼ିହୀ,୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଡ଼ିରୁ ଶୁକ୍ରବାର ଜନୈକା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।...

୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।...

ରେଳ ଧାରଣାରୁ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୭ା୧୦(ଡି.ଏନ୍‌.ଏ.)- ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ରେଳଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତଦେହଟି ଜଗନ୍ନାଥପୁର ରେଳ ଷ୍ଟେସନ ନିକଟରୁ ଉଦ୍ଧାର ହୋଇଥିବା...

ବାରିପଦାରୁ ଭୁବନେଶ୍ୱର ଗଡ଼ିଲା ବସ୍‌

ବାରିପଦା ଅଫିସ,୩୦ା୫- ଦୀର୍ଘ ୨ ମାସ ପରେ ବାରିପଦାରୁ ଭୁବନେଶ୍ୱରକୁ ଗଡ଼ିଛି ବସ୍‌। ଶୁକ୍ରବାର ୩ଟି ବସ୍‌ରେ ୨୬ ଯାତ୍ରୀ ଭୁବନେଶ୍ୱର ଯାଇଛନ୍ତି। ପ୍ରଥମ ବସ୍‌ଟି...

ସାପ କାମୁଡ଼ାରେ ଆଶା କର୍ମୀଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୭ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ରାଣୀଭୋଳ ଗ୍ରାମର ଆଶା କର୍ମୀ ଅମ୍ବିକା ମହାନ୍ତଙ୍କ ବୁଧବାର ସାପ କାମୁଡ଼ାରେ ପ୍ରାଣହାନୀ ଘଟିଛି। ମଙ୍ଗଳବାର...

ପୋଲିସକୁ ମାଡ଼ ମାରି ଜେଲ ଗଲେ ୨ ଭାଇ

ଆରଡ଼ି,୧୦।୪: ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ପୋଲିସ ଶନିବାର ଅପରାହ୍ନରେ ମାସ୍କ ଓ ହେଲ୍‌ମେଟ ଚେକିଂ କରୁଥିବା ବେଳେ ମାଡ଼ ମାରିବା ଅଭିଯୋଗରେ ୨ ଭାଇଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ବଇଣ୍ଡା, ୨୯ା୩(ଡି.ଏନ.ଏ.)- କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଜନତା ମହାବିଦ୍ୟାଳୟ ଓ କିଶୋରନଗର ଡିଗ୍ରୀ କଲେଜ ପକ୍ଷରୁ...

Advertisement
Archives

Model This Week