ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ କରାଯାଇଛି । ଗଞ୍ଜେଇ ଥିବା ନେଇ ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ସେହି ଜଙ୍ଗଲରେ ପୋଲିସ ଟିମ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ୩ଶହ କିଲୋ ଗଞ୍ଜେଇ ଜବତ କରିଛି । ଜବତ କରିବା ଗଞ୍ଜେଇର ମୂଲ୍ୟ ତିନି କୋଟି ହେବ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି ।

ଏହି ଘଟଣାରେ ଅଡବା ଥାନାରେ ୧୪୮/୨୬ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ଜଙ୍ଗଲରେ ଲୁକ୍କାୟିତ ଭାବେ ଗଞ୍ଜେଇ ଚାଷ କରି ଗଚ୍ଛିତ କରି ରଖିବା ସହ ଚୋରା ଚାଲାଣରେ କେଉଁମାନେ ଜଡ଼ିତ ଅଛନ୍ତି ତଦନ୍ତ କରି ସେମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri