Posted inଜାତୀୟ

ପୁଣି ସୀମାରେ ଗୁଳି ବିନିମୟ; ୨ ପୋଲିସ ସହ ଜଣେ ଯବାନ ଆହତ

ଶ୍ରୀନଗର,୨୪।୧୦: ପୁଣି ସୀମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ପୋଲିସ ଓ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଗୁଳି ବିନିମୟରେ କୁଖ୍ୟାତ ଆତଙ୍କବାଦୀ ଜିଆ ମୁସ୍ତାଫା ମଧ୍ୟ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ ରବିବାର ସକାଳେ ଜମ୍ମୁ-କଶ୍ମୀର ପୁଞ୍ଜର ଭଟା ଦୁରିଆନ୍‌ ଅଞ୍ଚଳରେ ଆତଙ୍କବାଦୀ ଗୁଳିଚାଳନା କରିଥିଲେ । ଜମ୍ମୁ-କଶ୍ମୀରର ଜଣେ ପୋଲିସ କର୍ମଚାରୀଙ୍କ ସୂଚନା ଅନୁସାରେ ସର୍ଚ୍ଚ ଅପରେସନ ଚାଲିଥିବା ସମୟରେ ପ୍ରଥମେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀ ଏବଂ ପୋଲିସଙ୍କ ଉପରକୁ ଗୁଳିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଧର୍ମର ଯୁବତୀଙ୍କ ସହ ସମ୍ପର୍କ ରଖିବାରୁ ହତ୍ୟା

ବେଙ୍ଗାଲୁରୁ, ୨।୧୦: କର୍ନାଟକର ଏକ ରେଳ ଧାରଣାରୁ ଗତ ୨୮ ତାରିଖରେ ମୁଣ୍ଡ କଟାଯାଇଥିବା ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତଦେହ ମିଳିଥିଲା। ଅର୍ବାଜ ମୁଲ୍ଲା...

କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୯।୧ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସ୍ଥିତି ସଙ୍କଟ ଜନକ...

‘ଟିକସ ଛାଡ଼ କରୁ କେନ୍ଦ୍ର’

ନୂଆଦିଲ୍ଲୀ, ୨୧।୨: କ୍ରମାଗତ ତୈଳ ଦର ବୃଦ୍ଧି ପ୍ରତିବାଦରେ ଶନିବାର ବିରୋଧୀ ଦଳ କଂଗ୍ରେସ ବିଭିନ୍ନ ରାଜ୍ୟରେ ରାସ୍ତାକୁ ଓହ୍ଲାଇଛି। ମଧ୍ୟପ୍ରଦେଶରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ...

ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପଦଯାତ୍ରା କଲେ ବିରୋଧୀ, ଲୋକଙ୍କ କଣ୍ଠରୋଧ କରୁଛନ୍ତି ସରକାର, କହିଲେ ରାହୁଲ…

ନୂଆଦିଲ୍ଲୀ,୧୨।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। ବର୍ତ୍ତମାନ ବିରୋଧୀ ଦଳମାନେ ପାର୍ଲାମେଣ୍ଟ ବାହାରେ ସରକାରଙ୍କୁ ଘେରି ରହିବାକୁ କରିଛନ୍ତି। ଗୁରୁବାର ଦିନ ବିରୋଧୀ ଦଳ...

ଭୁପେନ୍ଦ୍ର ପଟେଲଙ୍କ ଶପଥ ଗ୍ରହଣ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ମୋଦି, ବିଲମ୍ବିତ ରାତିରେ କଲେ ରୋଡ ଶୋ’

ଅହମଦାବାଦ,୧୨ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଐତିହାସିକ ବିଜୟ ପରେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ଭୁପେନ୍ଦ୍ର ପଟେଲ...

ଅନ୍ୟଙ୍କୁ ମୃତ୍ୟୁ ଭଳି ସଙ୍କଟରେ ପକାଇ ଉତ୍ସବ ପାଳନ କରିବା ଠିକ ନୁହେଁ…

ନୂଆଦିଲ୍ଲୀ,୬।୧୦: ଉତ୍ସବ ପାଳନ କରିବାକୁ ମନା ନାହିଁ। କିନ୍ତୁ ଅନ୍ୟଙ୍କୁ ମୃତ୍ୟୁ ଭଳି ସଙ୍କଟରେ ପକାଇ ଉତ୍ସବ ପାଳନ କରିବା ଠିକ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଶହିଦ ଯବାନଙ୍କ ପରିବାର

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ପରିବାର। କେବଳ ଶହିଦଙ୍କ ମା’ ହିଁ ଶପଥ ଗ୍ରହଣ...

ଏଏପି ବିଧାୟକ ଅମାନତୁଲ୍ଲାଙ୍କ ବ୍ୟବସାୟିକ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ପୋଲିସର ଦୁର୍ନୀତି ନିବାରଣ ଶାଖା(ଏସିବି) ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଶୁକ୍ରବାର ଗିରଫ କରିଛି। ବର୍ତ୍ତମାନ ଦିଲ୍ଲୀ ପୋଲିସ ଅମାନତୁଲ୍ଲାଙ୍କ...

Advertisement
Archives

Model This Week