Posted inଜାତୀୟ

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୨୩।୩ : ଛତିଶଗଡ଼ର ନାରାୟଣପୁର ଜିଲାରେ ମଙ୍ଗଳବାର ସୁରକ୍ଷା କର୍ମୀଙ୍କ ବସ ଉପରେ ଆକ୍ରମଣ କରିଛନ୍ତି ମାଓବାଦୀ। ଏହି ଘଟଣାରେ ଅତିକମ୍‌ରେ ୫ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କିଛି ଯବାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ। କାଡେମେଟା ଓ କାନହାର ଗାଓଁ ମଧ୍ୟ ଦେଇ ବସ ଯାଉଥିବାବେଳେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟିଥିଲା।

ସେମାନେ ମାଓବାଦୀଙ୍କ ବିରୋଧରେ ଏକ ଅପରେଶନ ସାରି ଫେରୁଥିଲେ ବୋଲି ଡିଜିପି ଡି. ଏମ୍‌. ଅଓ୍ବସ୍ଥି କହିଛନ୍ତି। ବସରେ ୨୭ ଡିଆରଜି (ଜିଲା ରିଜର୍ଭ ଗାର୍ଡ) ଯବାନ ଥିଲେ। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬-ଜି ସେବା ଆରମ୍ଭ ହେବ କେବେ ? ପ୍ରଧାନମନ୍ତ୍ରୀ ଦେଲେ ସୂଚନା…

ନୂଆଦିଲ୍ଲୀ, ୧୭।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି ଯେ ଚଳିତ ଦଶନ୍ଧି ଶେଷ ସୁଦ୍ଧା ଦେଶରେ ୬-ଜି ସେବା ଆରମ୍ଭ ହେବାର ଆଶା...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲରାଜ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶ ଜଙ୍ଗଲରାଜ ଚାଲିଛି ବୋଲି ଏକ ମାମଲାର ଶୁଣାଣିବେଳେ ସୁପ୍ରିମକୋର୍ଟ କହିଛନ୍ତି। ବୁଲନ୍ଦସହରର ଶତାଧିକ ବର୍ଷ ପୁରୁଣା ଏକ ମନ୍ଦିରର ପରିଚାଳନା ସମ୍ପର୍କିତ ମାମଲାର...

ବିନା ବାଣରେ ଗୁରୁଗ୍ରାମରେ ପାଳନ ହେବ ଦୀପାବଳି

ଗୁରୁଗ୍ରାମ,୬।୧୧: ଦିଲ୍ଲୀ ନିକଟସ୍ଥ ଗୁରୁଗ୍ରାମରେ ବିନା ବାଣରେ ପାଳନ ହେବ ଦୀପାବଳି। କରୋନା ଓ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି କିଛି ଏଭଳି ନିଷ୍ପତ୍ତି ନେଇଛି...

ହରିୟାଣା ବିଧାନସଭା ନିର୍ବାଚନ: ଭାଜପା ପ୍ରଭାରୀ ନିଯୁକ୍ତ ହେଲେ କେନ୍ଦ୍ରମନ୍ତ୍ରୀ ତୋମାର

ଚଣ୍ଡିଗଡ଼,୯।୮: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋର୍‌ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ...

ଆତ୍ମନିର୍ଭର ଭାରତ ଗଠନରେ ଜାତୀୟ ହାଇଡ୍ରୋଜେନ୍‌ ମିଶନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୧୫।୮: ସମ୍ପ୍ରତି ଭାରତ ବହୁବିଧ କ୍ଷେତ୍ରରେ ବିକାଶ କରୁଥିବାବେଳେ ଶକ୍ତି କ୍ଷେତ୍ର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପାଲଟିଛି। ଏବେ ଦେଶ କ୍ୱାଣ୍ଟମ ଜମ୍ପ ଦେବାକୁ ଯାଉଛି।...

ଜାମିନ ଚାହୁଁଥିଲେ ଲଗାଇବାକୁ ପଡିବ ୫ ଚାରା ୬ ମାସ ପର୍ଯ୍ୟନ୍ତ ଯତ୍ନ ବି ନେବେ

ଲକ୍ଷ୍ନୌ,୩୦।୮: ଉତ୍ତର ପ୍ରଦେଶ ବାନ୍ଦା ଜିଲା ନରେନିର ମାଜିଷ୍ଟ୍ରେଟ୍‌ ବୃକ୍ଷରୋପଣର ଏକ ନିଆରା ସୂତ୍ର ବାହାର କରିଛନ୍ତି। ‘ହରିୟାଲି ଦଣ୍ଡ’ ବା ‘ସବୁଜ ଦଣ୍ଡ’ ନାମକ...

ବାର୍ଡ ଫ୍ଲୁରେ ୧୧ବର୍ଷର ପିଲାର ମୃତ୍ୟୁ

ନୂଆଦିଲ୍ଲୀ,୨୧।୭: କରୋନା ପ୍ରକୋପ ମଧ୍ୟରେ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀର ଏମ୍ସ ହସ୍ପିଟାଲରେ ବାର୍ଡ ଫ୍ଲୁ ବା ଏଭିଆନ୍‌ ଇନ୍‌ଫ୍ଲୁଏନ୍‌ଜା (ଏଚ୍‌୫ଏନ୍‌୧)ଆକାନ୍ତଙ୍କ ପ୍ରଥମ...

Advertisement
Archives

Model This Week