Posted inଜାତୀୟ

୧୪ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଅତିକ-ଅଶ୍ରଫଙ୍କ ୩ ହତ୍ୟାକାରୀ

ଲକ୍ଷ୍ନୌ,୧୬।୪: ମାଫିଆ ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ ଅହମ୍ମଦଙ୍କ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ଶନିବାର ଅତିକ-ଅଶ୍ରଫଙ୍କୁ ପୋଲିସ ସୁରକ୍ଷା ବ୍ୟବସ୍ଥାରେ ଡାକ୍ତରୀ ପରୀକ୍ଷା କରାଇବାକୁ ନେବା ବେଳେ ପୋଲିସ ଏବଂ ଖବରଦାତାଙ୍କ ଉପସ୍ଥିତିରେ ୩ ଜଣ ଅଭିଯୁକ୍ତ ତାଙ୍କୁ ଗୁଳିମାଡ କରିଥିଲେ। ଏହି ଆଶ୍ଚର୍ଯ୍ୟଜନକ ଘଟଣା ପରେ ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ପ୍ରୟାଗରାଜରେ କିଛି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ ରହିଥିବା ବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଉଚ୍ଚ ସ୍ତରୀୟ ବୈଠକ କରି ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri