Posted inଜାତୀୟ

ବାଲ୍ୟବିବାହ କରିଥିବା ୩ ଭଉଣୀଙ୍କ ସମେତ ୫ ଜଣଙ୍କୁ ହତ୍ୟା

ଜୟପୁର,୨୯।୫: ରାଜସ୍ଥାନ ଜୟପୁର ଜିଲାର ଡୁଡୁ ସହରରେ ଥିବା ଏକ କୂଅରୁ ୩ ମହିଳା ଓ ୨ ଶିଶୁଙ୍କ ମୃତଦେହ ମିଳିଛି। ସେମାନଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ମହିଳା କଲୁ ଦେବୀ (୨୭), ମମତା (୨୩) ଓ କମଳେଶ ୩ ଭଉଣୀ। ମୃତ ଶିଶୁ ଦୁଇଜଣଙ୍କ ବୟସ ୪ ବର୍ଷ ଓ ୨୭ ଦିନ। ସେମାନେ କଲୁ ଦେବୀଙ୍କ ପିଲା। ମମତା ଏବଂ କମଳେଶ ଗର୍ଭବତୀ ଥିବା ଜଣାପଡ଼ିଛି। ୩ ଭଉଣୀ ୨୦୦୩ରେ ବାଲ୍ୟ ବିବାହ କରିଥିଲେ। ସେତେବେଳେ ସାନ ଭଉଣୀ କମଳେଶଙ୍କୁ ମାତ୍ର ୧ ବର୍ଷ ହୋଇଥିଲା। ବୁଧବାରଠାରୁ ସେମାନେ ନିଖୋଜ ଥିବା ଥାନାରେ ଅଭିଯୋଗ ହୋଇଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ୩ ମହିଳା ଘରୋଇ ହିଂସାର ଶିକାର ହୋଇଆସୁଥିଲେ। ସେମାନଙ୍କ ଅଶିକ୍ଷିତ ସ୍ବାମୀମାନେ ମଦ ନିଶାରେ ମାଡ଼ ମାରୁଥିଲେ ବୋଲି ପଡୋଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କୁ ଭେଟିବେ ଭଗଓ୍ବନ୍ତ

ଚଣ୍ଡିଗଡ,୧୧।୩: ପଞ୍ଜାବର ଆଗାମୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ଭଗଓ୍ବନ୍ତ ମାନ ଶନିବାର ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କୁ ଭେଟିବେ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ଶୁକ୍ରବାର...

ଗୋଟିଏ ଗୋଡ଼ରେ ୩,୮୦୦ କିଲୋମିଟର ଚଳାଇଲେ ସାଇକେଲ

ଦୁର୍ଘଟଣାରେ ହରାଇଥିଲେ ଗୋଡ ହେଲେ ବର୍ତ୍ତମାନ ପାରା ସାଇକ୍ଲିଂରେ ରେକର୍ଡ ସୃଷ୍ଟି କରିଛନ୍ତି ଜଣେ ଯୁବତୀ । ସେ ହେଲେ ମଧ୍ୟପ୍ରଦେଶର ରାଜଗଡ ଜିଲାର ବିୟୋରା...

ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୩ ବର୍ଷର ଶିଶୁ

ନୂଆଦିଲ୍ଲୀ,୧୦।୧୨: ମହାରାଷ୍ଟ୍ରରେ ୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ଭାରତରେ କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଶୁକ୍ରବାର...

ୟୁପିଆଇର ଲାଭ ବଖାଣିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜି-୨୦ ଅର୍ଥମନ୍ତ୍ରୀ ଏବଂ କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗତ...

ଘରୋଇ ଅଶୋଧିତ ତୈଳ ଉପରେ ବଢ଼ିଲା ଅପ୍ରତ୍ୟାଶିତ ଲାଭ ଟିକସ…

ନୂଆଦିଲ୍ଲୀ,୫।୨ : ଅଶୋଧିତ ତୈଳ ଦର ବୃଦ୍ଧି ମଧ୍ୟରେ ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ଉପରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏକ...

ଏ. ରାଜାଙ୍କ ମନ୍ତବ୍ୟକୁ ନେଇ ବିବାଦ

ଚେନ୍ନାଇ,୧୪।୯: ଡିଏମ୍‌କେ ନେତା ଏ. ରାଜା ଶୂଦ୍ର ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆପଣ ହିନ୍ଦୁ ଥିବାଯାଏ ଶୂଦ୍ର ବୋଲି ଡିଏମ୍‌କେ...

ଡ୍ରଗ୍ସ ପାଇଁ ପୁଅକୁ ବିକିଦେଲେ ବାପା

ଗୁଆହାଟୀ,୯ା୮: ଡ୍ରଗ୍ସ ଖାଇବା ପାଇଁ ଅଢ଼େଇ ବର୍ଷର ଶିଶୁ ପୁତ୍ରଙ୍କୁ ଆସାମର ଜଣେ ବ୍ୟକ୍ତି ୪୦ ହଜାର ଟଙ୍କାରେ ବିକ୍ରି କରିଛନ୍ତି। ମୋରିଗାନ୍‌ ଜିଲାର ଲହରିଘାଟ...

ପାଲାନିସ୍ବାମୀ ଏଆଇଏଡିଏମ୍‌କେର ସର୍ବୋଚ୍ଚ ନେତା

ଚେନ୍ନାଇ,୩ା୯(ପି.ଟି.): ଏଆଇଏଡିଏମ୍‌କେ ନେତୃତ୍ୱକୁ ନେଇ ବିବାଦ ଲାଗିରହିଥିବାବେଳେ ଇ.କେ. ପାଲାନିସ୍ବାମୀ ଦଳର ଶୀର୍ଷ ନେତା ବୋଲି ମାଡ୍ରାସ ହାଇକୋର୍ଟ ଶୁକ୍ରବାର ରାୟ ଦେଇଛନ୍ତି। ଅନ୍ୟପକ୍ଷରେ ଓ....

Advertisement
Archives

Model This Week