୪୮୩୦ ଦିଆସିଲି କାଠିରେ ତିନି ରଥ

ପୁରୀ ଅଫିସ, ୨୮ା୬:ପୁରୀ କୁମ୍ଭାରପଡ଼ା ଅଞ୍ଚଳର ଶାଶ୍ୱତ ରଞ୍ଜନ ସାହୁ ଦିଆସିଲି କାଠିରେ ତିନି ରଥର କ୍ଷୁଦ୍ର ମଡେଲ୍‌ ତିଆରି କରିଛନ୍ତି। ଶାଶ୍ୱତ ଏଥିପାଇଁ ୪୮୩୦ ଦିଆସିଲି କାଠି ବ୍ୟବହାର କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ରଥର ଉଚ୍ଚତା ୧୧.୪ ଇଞ୍ଚ ଓ ଦେବୀ ସୁଭଦ୍ରାଙ୍କ ରଥର ଉଚ୍ଚତା ୧୧ ଇଞ୍ଚ ରହିଛି। ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥର ଉଚ୍ଚତା ୧୧.୫ ଇଞ୍ଚ ରହିଛି। ତିନୋଟି ରଥର ମୋଟେଇ ୬ ଇଞ୍ଚ। ଏହି ମଡେଲ୍‌ ପ୍ରସ୍ତୁତ କରିବାକୁ ଶାଶ୍ୱତଙ୍କୁ ପ୍ରାୟ ୧୮ ଦିନ ଲାଗିଛି। ଏହି ରଥରେ ସାରଥି, ଓଲଟ ଶୁଆ, କଳସ, ଚକ, ଘୋଡ଼ା ଏବଂ ଅନ୍ୟାନ୍ୟ କଳାକୃତି ମଧ୍ୟ ଅନ୍ତର୍ଭୁକ୍ତ ରହିଛି, ଯାହାଦ୍ୱାରା ମହାପ୍ରଭୁଙ୍କ ରଥ ଭଳି ପ୍ରତୀୟମାନ ହେଉଛି। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ତେଣୁ ଶାଶ୍ୱତ ତାଙ୍କ କଳାକୃତି ମାଧ୍ୟମରେ ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri