ମହାନଦୀରେ ୩ ଛାତ୍ର ନିଖୋଜ

କଟକ ଅଫିସ,୨୫।୧୧: ମହାନଦୀକୁ ଗୁରୁବାର ଗାଧୋଇବାକୁ ଯାଇ ୪ ଛାତ୍ର ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇ ଥିବା ବେଳେ ୩ ଜଣ ଏବେବି ନିଖୋଜ ଅଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଚାଲିଛି। ଏହି ଘଟଣା ମହାନଦୀର ଭଦିମୂଳ ଘାଟରେ ଘଟିଛି। ସେମାନେ ସମସ୍ତେ କଟକ ପୋତାପୋଖରୀ ଅଞ୍ଚଳର ବୋଲି ଜଣାପଡିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ସୂଚନା ମିଳିଛି।

ସୂଚନା ଯୋଗ୍ୟ, ୪ ଜଣ ଛାତ୍ର ଗାଧୋଇବାକୁ ମହାନଦୀର ଭଦିମୂଳ ଘାଟକୁ ଯାଇଥିଲେ। ହେଲେ ସେମାନେ ଘରକୁ ଫେରି ନ ଥିଲେ। ରାତିରେ ପରିବାର ଲୋକେ ଖୋଜାଖୋଜି ପରେ ଏହି ଘଟଣା ସାମ୍ମାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri