Posted inଜାତୀୟ

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୧।୫: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏଥିରେ ୩ଜଣ ଲଶ୍କର-ଏ-ତୋଇବାର ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ଜିଲାର କୋକର୍ନାଗ ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ବିଷୟରେ ସୂଚନା ମିଳିଥିଲା। ଏହାକୁ ଭିତ୍ତି କରି ସୁରକ୍ଷା ବାହିନୀର ଏକ ମିଳିତ ଟିମ୍‌ ଏହି ଅଞ୍ଚଳକୁ ଅବରୋଧ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। କର୍ଡନ କଡାକଡି ହେବାରୁ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହା ପରେ ସୁରକ୍ଷା ବାହିନୀ ସାମ୍ନାକୁ ଆସି ତିନି ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିବାରେ ସଫଳ ହୋଇଥିଲେ।
ଏହାପୂର୍ବରୁ ଶୋପିୟାନ ଜିଲାରେ ଗତ ମେ ୬ ରେ ହୋଇଥିବା ଏକ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏହି ସମୟ ମଧ୍ୟରେ ଜଣେ ଆତଙ୍କବାଦୀ ମଧ୍ୟ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri