Posted inଜାତୀୟ

ଜନସାଧାରଣଙ୍କୁ ଟାର୍ଗେଟ କରୁଥିବା ଆତଙ୍କବାଦୀ ସଂଗଠନର ୩ ସଦସ୍ୟ ନିହତ

ଶ୍ରୀନଗର,୨୪।୧୧: ଜମ୍ମୁ-କଶ୍ମୀର ପୋଲିସ ଗୁଳିରେ ବୁଧବାର ୩ ଆତଙ୍କବାଦୀ ନିପାତ ହୋଇଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଏହି ଆତଙ୍କବାଦୀ ଗୋଷ୍ଠିର ସଦସ୍ୟମାନେ ସହରରେ ଚଳିତ ମାସରେ ୫ ସାଧାରଣ ନାଗରିକଙ୍କ ହତ୍ୟା କରିଥିଲେ। ପୋଲିସ ଅନୁଯାୟୀ, ହାଇଡରପୋରାଠାରୁ କିଛି କିଲୋମିଟର ଦୂରରେ ରାମବାଗଠାରେ ଆତଙ୍କବାଦୀ ନିହତ ହୋଇଛନ୍ତି।

ମୃତ ୩ ଆତଙ୍କବାଦୀଙ୍କ ମଧ୍ୟରୁ ୨ ଜଣଙ୍କ ପରିଚୟ ମିଳିଛି। ସେମାନେ ହେଲେ ମେହରାନ ଓ ବାସିତ। ଦୁହେଁ ଲସ୍କର-ଇ-ତୋଏବାର ରିଜିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ୍‌)ର ସଦସ୍ୟ। ମେହରାନଙ୍କୁ ତାଙ୍କ ପରିବାରବର୍ଗ ଚିହ୍ନଟ କରିଥିଲେ। ୫ ସାଧାରଣ ନାଗରିକଙ୍କ ହତ୍ୟାରେ ତାଙ୍କର ସମ୍ପୃକ୍ତି ଥିଲା। ନିହତ ୩ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଦେଶୀ ଥିଲେ ବୋଲି ପୋଲିସ ଅଧିକାରୀ ଦିଲବାଗ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାରଠୁ ନିଖୋଜ ଥିଲେ ବ୍ୟବସାୟୀ, ଏହି ସ୍ଥାନରୁ ମିଳିଲା ପତ୍ତା

ବଲାଙ୍ଗୀର, ୧୪।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ପେଲେସଲାଇନ ପଡାର ଜଣେ ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରୁ ଘରୁ ବାହାରି ଯିବା ପରେ…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ…

ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’…

ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ବିଭାଗରେ ନୂତନ ବୈଷୟିକ ପଦବୀ ନିଯୁକ୍ତି

ଭୁବନେଶ୍ୱର,୧୪।୭(ବନ୍ଦନା ସେଠୀ): ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ବହୁ ସଂଖ୍ୟାରେ ନୂତନ ବୈଷୟିକ ପଦବୀ ନିଯୁକ୍ତି କରାଯିବ । ଔଷଧ ସେବନ ଓ…

ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri