ଗଞ୍ଜାମରେ ଭୋଟ ଗଣତି ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଛତ୍ରପୁର,୩।୬(ସନ୍ତୋଷ ପାଢ଼ୀ )- ଆସନ୍ତାକାଲି ଭୋଟଗଣତି ଥିବା ବେଳେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଭୋଟଗଣତି କେନ୍ଦ୍ରରେ ସୁରକ୍ଷା ପାଇଁ ଥ୍ରୀ ଟାୟାର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଥମ ସ୍ତରରେ ରେ ଜିଲା ପୋଲିସ, ଦ୍ୱିତୀୟରେ ରାଜ୍ୟ ପୋଲିସ, ତୃତୀୟରେ କେନ୍ଦ୍ରୀୟ ପୋଲିସ ନିୟୋଜିତ କରାଯାଇଛି। ଟ୍ରାଫିକ ଏବଂ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯାଇଥିବ ସୂଚନା ଦେଇଛନ୍ତି । ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଏଥିସହ ସିଏପିଏଫ୍‌ ୩ କମ୍ପାନୀ ଏବଂ ୨ ପ୍ଲାଟୁନ ନିୟୋଜିତ ଅଛନ୍ତି। ୯ ପ୍ଲାଟୁନ ପୋଲିସ ଫୋର୍ସ ସହ ୩ ଅତିରିକ୍ତ ଏସ୍‌ପି ୫ ଡିଏସ୍‌ପି, ୫ ଇନିସପେକ୍ଟର, ୫୯ ସବ୍‌ଇନ୍ସପେକ୍ଟର ଓ ଏଏସ୍‌ଆଇ, ୪୦୦ ଜଣ କନେଷ୍ଟବଳ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri