ରାପର କିଙ୍ଗ୍‌ ଭୋନ୍‌ଙ୍କ ସମେତ ୩ ମୃତ

ଆଟଲାଣ୍ଟା,୮।୧୧: ଚିକାଗୋ ରାପର କିଙ୍ଗ ଆକା କିଙ୍ଗ ଭୋନ୍‌ ଓ ଅନ୍ୟ ଦୁଇଜଣ ଶୁକ୍ରବାର ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ଏକ ନାଇଟ କ୍ଲବ ବାହାରେ ଥିବାବେଳେ ଗୁଳିମାଡ଼ କରାଯାଇଥିଲା। ପାର୍କିଂ ଲଟ୍‌ରେ ଦୁଇଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ହେବା ପରେ ଗୁଳିମାଡ଼ କରାଯାଇଥିଲା। ୬ ଜଣଙ୍କ ଦେହରେ ଗୁଳି ବାଜିଥିଲା। ବାକି ୩ ଜଣ ଆହତ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପୋଲିସ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଏସ୍‌ସି ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜାତିସଂଘ, ୨।୧(ଆଇଏଏନ୍‌ଏସ୍‌): ସ୍ଥାୟୀ ସଦସ୍ୟତା ଦାବି କରିଆସୁଥିବା ଭାରତ ଶୁକ୍ରବାର ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ର ଅସ୍ଥାୟୀ ସଦସ୍ୟ ହୋଇଛି। ଏବେ ସଦସ୍ୟ ଭାବେ ଭାରତ...

କରୋନା କାଳରେ ନିଆରା ବିବାହ: ଅମ୍ବାନୀ ପରିବାରକୁ ପଛରେ ପକାଇଲେ ଏହି ନବ ଦମ୍ପତି

ଅନେକ ପ୍ରକାରର ବିବାହ ଆମେ ଦେଖୁଛୁ। ତେବେ ସେଲିବ୍ରିଟିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଅମ୍ବାନୀ ପରିବାରର ବିବାହ ସବୁଠାରୁ ବେଶି ଚର୍ଚ୍ଚାରେ ରହିଥିଲା। ହେଲେ...

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ଓ୍ବାଶିଂଟନ୍‌,୧୪।୧୦: ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଉତ୍ତର କାରୋଲିନାରେ ଘଟିଥିବା ଏହି ଗୁଳିକାଣ୍ଡରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପରେ...

ୟେମେନ୍‌ ଗୃହଯୁଦ୍ଧ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ଜୀବନ ନେଇଛି: ଜାତିସଂଘ ମହାସଚିବ

ଜେନେଭା,୨୯।୬: ୟେମେନ୍‌ରେ ଲାଗି ରହିଥିବା ଗୃହଯୁଦ୍ଧରେ ଗତ ସାଢ଼େ ୫ ବର୍ଷ ମଧ୍ୟରେ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି। ଅନେକ...

କରୋନା ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଲା: ୨୪ ଘଣ୍ଟାରେ ୬୫ ଜଣଙ୍କ ମୃତ୍ୟୁ

ବେଜିଂ,୪।୨: ଚାଇନାର କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ...

କରୋନା ସଂକ୍ରମିତଙ୍କୁ ଭଲ କରିବ ‘ଇଣ୍ଟରଫେରନ’

ଟରଣ୍ଟୋ,୧୭।୫(ପି.ଟି.): ସାରା ବିଶ୍ୱରେ କରୋନା ସଂକ୍ରମଣର ଭୟାବହତା ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରାଯାଉଥିଲେ ସୁଦ୍ଧା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାର...

ଚାଲିଥିଲା ଅନ୍‌ଲାଇନ୍‌ ବୈଠକ: କ୍ୟାମେରା ସମ୍ମୁଖରେ ଏମିତି କିଛି ଭୁଲ କରି ବସିଲେ ଦମ୍ପତି, ସମସ୍ତେ ଦେଖି ଆଶ୍ଚର୍ଯ୍ୟ

ବ୍ରାସିଲିଆ,୧୯ା୮: କରୋନା ମହାମାରୀ ଯୋଗୁ ଅଧିକାଂଶ ଅଫିସ୍‌ ବନ୍ଦ ରହିଛି। ତେବେ ବନ୍ଦ ଥିବା ଅଫିସଗୁଡ଼ିକର କାର୍ଯ୍ୟ ପ୍ରାୟତଃ ଅନ୍‌ଲାଇନରେ କରାଯାଉଛି। ସମସ୍ତ ବୈଠକ ବା...

ବଳାତ୍କାରୀଙ୍କୁ କରାଯିବ ନପୁଂସକ: କଡ଼ା ଆଇନକୁ ମଞ୍ଜୁରୀ  !

ଇସଲାମାବାଦ୍‌,୨୫।୧୧: ଏବେ ବଳାତ୍କାରୀଙ୍କୁ କଡ଼ା ଦଣ୍ଡ ମିଳିବ। ସେମାନଙ୍କୁ ନପୁଂସକ କରି ଦିଆଯିବ। ଏନେଇ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ନୂଆ ଆଇନକୁ ମଞ୍ଜୁରୀ...

Advertisement
Archives

Model This Week