Advertisement

ତିନି ବର୍ଷ ପୁରୁଣା ଶୂନ-କୋଭିଡ ନୀତି ଶେଷ…

ବେଜିଂ,୮।୧ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ସରକାର ଗତ ତିନି ବର୍ଷ ପୁରୁଣା ଶୂନ-କୋଭିଡ ନୀତି ଶେଷ କରିଛନ୍ତି । ଦେଶରେ ଏକ ବଡ଼ କରୋନା ଭାଇରସ ବିସ୍ଫୋରଣ ମଧ୍ୟରେ ରବିବାର ମଧ୍ୟରାତ୍ର ୧୨ ଟାରୁ ବିଦେଶୀ ଯାତ୍ରୀମାନଙ୍କ ଉପରେ ପ୍ରତିବନ୍ଧକକୁ ସମାପ୍ତ କରିଛି। ଏହି ପ୍ରତିବନ୍ଧକ ହଟାଯିବା ପରେ, ବିଦେଶୀ ଯାତ୍ରୀମାନେ ନ୍ୟୁକ୍ଲିୟିକ ଏସିଡ ପରୀକ୍ଷା ଏବଂ କ୍ୱାରାଣ୍ଟାଇନ ପ୍ରତିବନ୍ଧକ ବିନା ଚାଇନାରେ ପ୍ରବେଶ କରିପାରିବେ ।

ସେହିପରି ବହୁ ବର୍ଷ ଧରି ରହିଆସିଥିବା ସୀମା ପ୍ରତିବନ୍ଧକ ହଟାଇବାକୁ ହଂକଂ ମଧ୍ୟ ଘୋଷଣା କରିଛି। ଏହା ଦ୍ୱାରା ଚାଇନା ଏବଂ ହଂକଂ ମଧ୍ୟରେ ଯୋଗାଯୋଗକୁ ଆହୁରି ସହଜ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନ ଆସିବା ପରେ ବଢିପାରେ ୯/୧୧ ଭଳି ଆତଙ୍କବାଦୀ ଘଟଣା: ୟୁକେ

ଲଣ୍ଡନ,୧୧ ।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବା ପରେ ସାରା ବିଶ୍ୱରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ଘଟଣା ବଢିବାର ଭୟ ଦେଖାଦେଇଛି । କୁହାଯାଉଛି...

ବ୍ରିଟେନରେ ମରୁଡ଼ି, ଫ୍ରାନ୍ସରେ ବନାଗ୍ନି

ଲଣ୍ଡନ/ ପ୍ୟାରିସ୍‌,୧୩ା୮: ଲଗାତର ଅନାବୃଷ୍ଟି ଓ ଗ୍ରୀଷ୍ମ ପ୍ରବାହ ଯୋଗୁ ଇଂଲଣ୍ଡର ବିଭିନ୍ନ ଭାଗରେ ମରୁଡ଼ି ଦେଖାଦେଇଛି। କ୍ରମାଗତ ୫ ମାସ ଧରି ସ୍ବାଭବିକଠାରୁ କମ୍‌...

ଅଲଗା ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ ମିଳୁଛି କରୋନା ଭାଇରସ

ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅନ୍ୟ ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ କରୋନା...

୩ ରିମୋଟ୍‌ ସେନ୍ସିଂ ଉପଗ୍ରହ ପଠାଇଲା ଚାଇନା

ବେଜିଂ, ୭ା୧୧: ୟାଓଗାନ୍‌-୩୫ ଶ୍ରେଣୀର ୩ ରିମୋଟ୍‌ ସେନ୍ସିଂ ଉପଗ୍ରହକୁ ଚାଇନା ଶନିବାର ମହାକାଶକୁ ପ୍ରେରଣ କରିଛି। ଲଙ୍ଗ୍‌ ମାର୍ଚ୍ଚ-୨ଡି କ୍ୟାରିୟର ରକେଟ୍‌ ଯୋଗେ ଏହି...

ଥରେ ପୁଟିନ ଦେଖନ୍ତୁ ଏହି ଦୃଶ୍ୟ: ଆହତ ଶିଶୁକୁ ଧରି ଭୋ ଭୋ କାନ୍ଦିଲେ ଡାକ୍ତର

କ୍ୱିଭ,୨୮ ।୨: ୟୁକ୍ରେନ ଉପରେ ଫେବୃୟାରୀ ୨୪ରୁ ଲାଗାତାର ଭାବେ ରୁଷିଆ ଆକ୍ରମଣ କରି ଚାଲିଛି । ଏଥିରେ ବହୁ ଧନ ଜୀବନ ନଷ୍ଟ ହେବା...

ସକ୍ରିୟ ମାମଲା ୪୮ ହଜାର ମୁହାଁ …

ନୂଆଦିଲ୍ଲୀ, ୧୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଅନାସ୍ଥାପ୍ରସ୍ତାବରେ ଜିତିଲେ ପ୍ରଧାନମନ୍ତ୍ରୀ

ଲଣ୍ଡନ,୭।୬: ପାର୍ଟିଗେଟ ଦୁର୍ନୀତି ଫସିଯାଇଥିବା ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ହାଉସ ଅଫ କମନ୍ସ ବିଶ୍ୱାସ ମତର ପ୍ରମାଣ ଦେଇଛନ୍ତି। ବୋରିସ ଜନସନ ୨୧୧ ଭୋଟ...

ଗର୍ଲଫ୍ରେଣ୍ଡଙ୍କୁ ବର୍ଗର ଖୁଆଇବାକୁ ୨ଲକ୍ଷ ଟଙ୍କାରେ ହେଲିକପ୍ଟର ବୁକ୍‌ କରି ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଯୁବକ: ଆଉ ତା ପରେ…

ଜଣେ ବ୍ୟକ୍ତିଙ୍କ ବର୍ଗର ଖାଇବାକୁ ଇଚ୍ଛା ହେଲା। ମାତ୍ର ଘରପାଖରେ ତାଙ୍କୁ କୌଣସି ରେଷ୍ଟୁରାଣ୍ଟ ପସନ୍ଦ ହେଲାନାହିିଁ। ଶେଷରେ ସେ ପ୍ରେମିକାଙ୍କୁ ଧରି ୨ ଘଣ୍ଟା...

Advertisement
Archives

Model This Week