ନଦୀରେ ବୁଡିଗଲେ ୩ ଯୁବକ, ଜଣଙ୍କ ମୃତଦେହ ଉଦ୍ଧାର

ରେମୁଣା, ୧୬।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ବୁଢାବଳଙ୍ଗ ନଦୀର କାଠସଙ୍ଗଡା ଘାଟରେ ସୋମବାର ଅପରାହ୍ନ ସମୟରେ ଗାଧୋଉଥିବା ବେଳେ ୩ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅଙ୍କିତ ପତି। ଘଟଣାସ୍ଥଳରେ ରେମୁଣା ତହସିଲଦାର, ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଁ ନାଟକରୁ ମିଳିଥିଲା ପ୍ରେରଣା’

ସିମୁଳିଆ, ୩।୩(ସନ୍ତୋଷ କୁମାର ନାୟକ)-କଲମ ମୁନରେ ସମାଜରେ ସଂସ୍କାର ଆଣିହେବ। ଏନେଇ ଅହରହ ପ୍ରୟାସ ଜାରି ରଖିଛନ୍ତି ନାଟ୍ୟକାର ନବଘନ ରାଉଳ। ଜଣେ ବାସ୍ତବବାଦୀ ଲେଖକ...

ଉଠାଦୋକାନୀଙ୍କୁ ଥଇଥାନ ଦାବି ତେଜିଲା

ବାଲେଶ୍ୱର ଅଫିସ, ୪।୧: ବାଲେଶ୍ୱର ପୌରାଞ୍ଚଳର ୧୩ ଓ ୧୪ ନଂ. ୱାର୍ଡର ବିସ୍ଥାପିତ ଉଠା ଦୋକାନୀମାନଙ୍କୁ ସ୍ଥାୟୀ ଥଇଥାନ ନିମନ୍ତେ ମଙ୍ଗଳବାର ରାଜ୍ୟ ଯୁବମୋର୍ଚ୍ଚା...

ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା

ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା...

ତହସିଲଦାରଙ୍କୁ ୬ଘଣ୍ଟା ଅଟକ ରଖି ରାସ୍ତାରୋକୋ

ସଜନାଗଡ଼,୫।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ବୁଧବାର ଏକ ବାଲିବୋଝେଇ ଗାଡ଼ିକୁ ଜବତ କରାଯିବା ବେଳେ ନୀଳଗିରି ତହସିଲଦାର ସୁଶ୍ରୀତା...

ଘର ଉପରକୁ ଢଳିପଡ଼ିଛି ୧୧ କେଭି ବିଦ୍ୟୁତତାର, ସ୍ଥାନାନ୍ତର ଦାବି

ଆନନ୍ଦପୁର,୬ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତ ଅର୍ଜୁନବଣିଆ ଗ୍ରାମର ଗୋଟିଏ ପରିବାରର ୫ ପ୍ରାଣୀ କୁଟୁମ୍ବ ଏବେ ଭୟ ଆଶଙ୍କା ମଧ୍ୟରେ ଜୀବନ...

୧୫ରୁ ସମୁଦ୍ରକୁ ଯିବେ ମତ୍ସ୍ୟଜୀବୀ, ମାଛଧରା ଜେଟି ଚଳଚଞ୍ଚଳ

ରୂପ୍‌ସା, ୧୨।୬(ଡି.ଏନ.ଏ.)-ଦୁଇମାସ ସମୁଦ୍ରରୁ ମାଛ ମାରିବା କଟକଣା ପରେ ଆସନ୍ତା ୧୫ତାରିଖରୁ ସମୁଦ୍ରକୁ ଯିବା ଲାଗି ମତ୍ସଜୀବୀମାନେ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ା କଇଁଛ ଓ...

ନୀଳଗିରି ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ଗୃହ ନିର୍ମାଣର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ୫୦ ଶଯ୍ୟା ବିଶିଷ୍ଟ ଅର୍ନ୍ତବିଭାଗ ଓ ବର୍ହିବିଭାଗ ଗୃହ ନିର୍ମାଣର ଶୁଭ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ...

ଫେରାର କଏଦୀ ଗିରଫ

କେନ୍ଦୁଝର, ୨୨ା୫(ସ୍ବ.ପ୍ର.)-ଗତ ୧ ତାରିଖରେ କୋର୍ଟ ପରିସରରୁ ଫେରାର ହୋଇଯାଇଥିବା ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର ଗମ୍ବାରିଆ ଅଞ୍ଚଳରୁ ଗିରଫ କରି ଟାଉନ ଥାନା ପୋଲିସ...

Advertisement
Archives

Model This Week