ଧଳା କପଡ଼ାରେ ଗୁଡ଼ାଇ ହୋଇଥିବା ଏହି ହିରୋଇନ୍‌ଙ୍କ ଗୋଟିଏ ପୋଷ୍ଟର ପକାଇଥିଲା ଚହଳ

ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ ଭାବେ ଉଦିତା ଗୋସ୍ବାାମୀ ଜଣାଶୁଣା। ୨୦୦୩ ମସିହାରେ ଉଦିତା ପୂଜା ଭଟ୍ଟଙ୍କ ଫିଲ୍ମ ‘ପାପ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ଉଦିତାଙ୍କ କ୍ୟାରିୟରର ଏହା ଆରମ୍ଭ ଥିଲା କିନ୍ତୁ ଫିଲ୍ମଟି ବକ୍ସ ଅଫିସରେ ଫ୍ଲପ ହୋଇଥିଲା । ହେଲେ ଫିଲ୍ମରେ ବୋଲ୍ଡ ଦୃଶ୍ୟ ହେତୁ ଉଦିତା ଚର୍ଚ୍ଚାରେ ରହିଥିଲେ। ଏହା ପରେ, ଲୋକପ୍ରିୟତା ପାଇଥିଲେ।
‘ଜାହାଁ ଜାହର’ଶୁଟିଂ ସମୟରେ ମୋହିତ ସୁରୀ ଏବଂ ଉଦିତା ପରସ୍ପରକୁ ଭଲ ପାଉଥିଲେ। ପ୍ରାୟ ୯ ବର୍ଷ ଡେଟିଂ କରିବା ପରେ ଦୁହେଁ ବିବାହ କରିଥିଲେ। ସେ ଏହି ଚଳଚ୍ଚିତ୍ରରେ ବହୁତ ବୋଲ୍ଡ ଦୃଶ୍ୟ ଦେଇଥିଲେ। ଫିଲ୍ମର ପୋଷ୍ଟର ଯେଉଁଥିରେ ଉଦିତାଙ୍କ ପିଠି ଏକ ଧଳା କପଡାରେ ଗୁଡ଼ାଇ ହୋଇଥିବା ଦେଖାଯାଇଥିଲା। ଏହା ସେତେବେଳେ ଖୁବ୍‌ ଚର୍ଚ୍ଚାରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri