ଓଡ଼ିଆ ଝିଅ ଅପ୍‌ସରା ରାନୀଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର୍‌ ରିଲିଜ୍‌: ଦେଖନ୍ତୁ..

ଭୁବନେଶ୍ୱର: ରିଲିଜ ହୋଇଛି ବହୁ ଚର୍ଚ୍ଚିତ ଅପସରା ରାନୀ ଓରଫ ଅଙ୍କିତା ମହାରଣାଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର। ୨.୪୩ ମିନିଟ୍‌ର ଏହି ଟ୍ରେଲରକୁ ଭରପୁର ଭଲପାଇବା ମିଳୁଛି। ଦର୍ଶକେ ଏହାକୁ ବେଶ୍‌ ପସନ୍ଦ କରୁଛନ୍ତି। ନିର୍ଦ୍ଦେଶକ ରାମ ଗୋପାଲ ବର୍ମା ନିଜର ଟୁଇଟର ପୃଷ୍ଠାରେ ଏନେଇ ଜଣାଇଛନ୍ତି। ଏହାପରେ ଅପ୍‌ସରା ଏନେଇ ଟୁଇଟ୍‌ ମଧ୍ୟ କରିଛନ୍ତି।

ଅପ୍‌ସରା ଓଡ଼ିଶାର ନୟାଗଡ଼ରେ ଜନ୍ମିତ ହେଲେ ହେଁ ଡେରାଡୁନ୍‌ରେ ବଡ ହୋଇଛନ୍ତି। ସେ ଏବେ ହାଇଦ୍ରାବାଦରେ ରହୁଛନ୍ତି। ବୋଲ୍ଡ ଲୁକ୍‌, ଅଭିନୟ ସାଙ୍ଗକୁ ସେ ଜଣେ ଭଲ ଡ୍ୟାନ୍ସର ମଧ୍ୟ। ସେ ଏକାଧିକ ତେଲୁଗୁ ସିନେମାରେ କାମ କରିଛନ୍ତି। ଥ୍ରିଲର୍‌ ଫିଲ୍ମ ପାଇଁ ବର୍ମା ତାଙ୍କ ନାମକୁ ବଦଳାଇ ଅପ୍‌ସରା ରାନୀ କରିଥିବା ଜଣାଯାଏ।

ଥ୍ରୀଲରରେ ଅପ୍‌ସରାଙ୍କ ନାୟକ ସାଜିଛନ୍ତି ଓଡ଼ିଆ ପୁଅ ରକ୍‌। ସେ ନବରଙ୍ଗପୁରର। ଏଯାବତ୍‌ ରିଲିଜ କରାଯାଇଥିବା ଫଟୋରେ ଉଭୟଙ୍କ ମଧ୍ୟରେ ପାଓ୍ବାରଫୁଲ୍‌ କେମିଷ୍ଟ୍ରୀ ଦେଖାଯାଉଛି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri